The Ultimate Managed Hosting Platform
ADVERTISEMENT

ଏକତରଫା ପ୍ରେମରୁ ଜଘନ୍ୟ କାଣ୍ଡ, ପେଟରେ ଛୁରୀ ଭୁସି ମହିଳାଙ୍କୁ ହତ୍ୟା

Facebook
Twitter
LinkedIn

ଭୁବନେଶ୍ୱର : ରାଜଧାନୀରେ ଜଘନ୍ୟ ହତ୍ୟାକାଣ୍ଡ । ମୋର ନୁହେଁ ତ କାହାର ନୁହେଁ । ଏମିତି କହି ମହିଳାଙ୍କୁ ଛୁରି ଭୁସି ହତ୍ୟା କରିଛନ୍ତି ଜଣେ ଯୁବକ । ଭୁବନେଶ୍ୱର କ୍ୟାପିଟାଲ ଥାନା ଅନ୍ତର୍ଗତ ଝରଣା ନଗରରେ ଏଭଳି ହତ୍ୟାକାଣ୍ଡ ଘଟିଯାଇଛି । ମୃତ ମହିଳା ଜଣଙ୍କ ହେଉଛନ୍ତି ଗୀତାଞ୍ଜଳି ରଞ୍ଜିତ୍ । କ୍ୟାପିଟାଲ ଥାନା ପୁଲିସ ଏହି ଘଟଣାର ତଦନ୍ତ ଜାରି ରଖିଛି । ମୃତ ମହିଳା ଓ ଅଭିଯୁକ୍ତଙ୍କ ମଧ୍ୟରେ ପ୍ରେମ ସଂପର୍କ ଥିବା ପୁଲିସ ସନ୍ଦେହ କରୁଛି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT

Login