ନୂଆଦିଲ୍ଲୀ : ନିତି ଆୟୋଗ ପରିଚାଳନା ପରିଷଦରେ ପ୍ରଧାନମନ୍ତ୍ରୀଙ୍କ ଆହ୍ୱାନ । ଆମର ଏକମାତ୍ର ଲକ୍ଷ୍ୟ ୨୦୪୭ ସୁଦ୍ଧା ବିକଶିତ ଭାରତ ଗଠନ । ସବୁ ରାଜ୍ୟ ସହର , ନଗରପାଳିକା , ଗାଁକୁ ବିକଶିତ କରିବା । ଏହିଲକ୍ଷ୍ୟ ହାସଲ ପାଇଁ ୨୦୪୭କୁ ଅପେକ୍ଷା ନ କରି ଏବେଠୁ କରବା । ଏପରି ନୀତି ନିର୍ଦ୍ଧାରଣ କରିବା ଯାହା ସାଧାରଣ ବ୍ୟକ୍ତିର ଉନ୍ନତି କରିବ । ପରିବର୍ତ୍ତନ ଯେପରି ଆନେ୍ଦାଳନର ରୂପ ନେବ ତାହା କରିବା । ଆମ ଶକ୍ତିରେ ମହିଳାମାନଙ୍କୁ ମଧ୍ୟ ସାମିଲ କରିବା ।
ଆଜି ଦିଲ୍ଲୀରେ ନୀତି ଆୟୋଗର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଥିଲା। ଦେଶର ଅଧିକାଂଶ ରାଜ୍ୟର ମୁଖ୍ୟମନ୍ତ୍ରୀ ଏଥିରେ ଅଂଶଗ୍ରହଣ କରିଥିଲେ। ପ୍ରଧାନମନ୍ତ୍ରୀ ମୋଦୀ ଏହି ବୈଠକକୁ ସମ୍ବୋଧିତ କରିଥିଲେ। ସେ କହିଥିଲେ ଯେ ଆମକୁ ବିକାଶର ଗତି ବୃଦ୍ଧି କରିବାକୁ ପଡିବ। ଯଦି କେନ୍ଦ୍ର ଏବଂ ସମସ୍ତ ରାଜ୍ୟ ଏକାଠି ହୋଇ ଟିମ୍ ଇଣ୍ଡିଆ ପରି କାମ କରନ୍ତି, ତେବେ କୌଣସି ଲକ୍ଷ୍ୟ ଅସମ୍ଭବ ନୁହେଁ। ୨୦୪୭ ସୁଦ୍ଧା ଏକ ବିକଶିତ ଭାରତ ଗଠନ ଆମର ଲକ୍ଷ୍ୟ ହେବା ଉଚିତ୍ ।
ନୀତି ଆୟୋଗର ଦଶମ ଗଭର୍ଣ୍ଣିଂ କାଉନସିଲ ବୈଠକରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ କହିଛନ୍ତି ଯେ ବିକଶିତ ଭାରତ ପ୍ରତ୍ୟେକ ଭାରତୀୟଙ୍କ ସ୍ୱପ୍ନ। ପ୍ରତ୍ୟେକ ରାଜ୍ୟ ବିକାଶ କଲେ ହିଁ ଭାରତ ବିକାଶ କରିବ। ଏହା ହେଉଛି ୧୪୦ କୋଟି ଦେଶବାସୀଙ୍କ ଆକାଂକ୍ଷା।
ଏକମାତ୍ର ଲକ୍ଷ୍ୟ ବିକଶିତ ଭାରତ : ମୋଦି

Facebook
Twitter
LinkedIn
Facebook
Twitter
LinkedIn
Recent News
ସୋଭନା ମହାନ୍ତିଙ୍କୁ ମହିଳା କମିଶନ ଅଧ୍ୟକ୍ଷା ଓ ବବିତା ପାତ୍ରଙ୍କୁ ଶିଶୁ ସୁରକ୍ଷା ଆୟୋଦ ଅଧ୍ୟକ୍ଷା ଭାବେ ନିଯୁକ୍ତ ଦେଲେ ରାଜ୍ୟ ସରକାର
ଭୁବନେଶ୍ୱର : ସୋଭନା ମହାନ୍ତି ହେଲେ ନୂଆ ମହିଳା କମିଶନ ଅଧ୍ୟକ୍ଷା । ୩ ବର୍ଷ ପାଇଁ ନିଯୁକ୍ତ ହେଲେ ରାଜ୍ୟ ସରକାର । ନିଯୁକ୍ତି ନେଇ...
ଉତ୍ତରକାଶୀରେ ବାଦଲ ଫଟା ବର୍ଷା, ବାଦଲଫଟା ବର୍ଷାରେ ଭାସିଗଲା ଘର
ନୂଆଦିଲ୍ଲୀ : ଉତ୍ତରାଖଣ୍ଡର ଉତ୍ତରକାଶୀରେ ବାଦଲଫଟା ବର୍ଷା । ପାହାଡିଆ ଅଞ୍ଚଳରେ ବାଦଲଫଟା ବର୍ଷା ଯୋଗୁ ଭୂସ୍ଖଳନ । ବାଦଲଫଟା ବର୍ଷା ଓ ଭୂସ୍ଖଳନ ଯୋଗୁଁ ଜନଜୀବନ...
ଜମ୍ମୁକାଶ୍ମୀରର ପୂର୍ବତନ ରାଜ୍ୟପାଳ ସତ୍ୟପାଲ ମଲ୍ଲିକଙ୍କ ପରଲୋକ
ନୂଆଦିଲ୍ଲୀ : ଜମ୍ମୁକାଶ୍ମୀରର ପୂର୍ବତନ ରାଜ୍ୟପାଳ ସତ୍ୟପାଲ ମଲ୍ଲିକଙ୍କ ପରଲୋକ । ୭୯ ବର୍ଷ ବୟସରେ ସତ୍ୟପାଲ ମଲ୍ଲିକଙ୍କ ପରଲୋକ । ଆରଏମଏଲ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ...
ଏମକେସିଜିରେ ଗୋଟିଏ ସିଲିଣ୍ଡର ୨ ଶିଶୁଙ୍କୁ ଦିଆଯିବା ଘଟଣା : ରିପୋର୍ଟ ମାଗିଲେ ଆରଡିସି
ଭୁବନେଶ୍ୱର : ଏମକେସିଜିରେ ଗୋଟିଏ ସିଲିଣ୍ଡର ୨ ଶିଶୁଙ୍କୁ ଦିଆଯିବା ଘଟଣା । ଏମକେସିଜି ଅଧକ୍ଷଙ୍କୁ ରିପୋର୍ଟ ମାଗିଲେ ଦକ୍ଷିଣାଞ୍ଚଳ ଆରଡିସି । ସୋସିଆଲ ମିଡିଆର ଏକ...