The Ultimate Managed Hosting Platform
ADVERTISEMENT
Latest News
The Ultimate Managed Hosting Platform
Latest News

ଏକାଠି ନଜର ଆସିବେ ବରୁଣ ଓ ଜାହ୍ନବୀ

Facebook
Twitter
LinkedIn

ନୂଆଦିଲ୍ଲୀ : ଆସିବାକୁ ଯାଉଛି ନୂଆ ହିନ୍ଦୀ ସିନେମା ‘ବବାଲ’। ନୀତୀଶ ତିୱାରୀଙ୍କ ନିର୍ଦ୍ଦେଶିତ ଏହି ସିନେମାରେ ନଜର ଆସିବେ ଅଭିନେତା ବରୁଣ ଧୱନ ଓ ଅଭିନେତ୍ରୀ ଜାହ୍ନବୀ କପୁର। ପ୍ରଥମ ଥର ପାଇଁ ବରୁଣ ଓ ଜାହ୍ନବୀ ଏକାଠି ସ୍କ୍ରିନ୍ ସେୟାର୍ କରିବ। ସେମାନଙ୍କୁ ଏକାଠି ଦେଖିବାକୁ ଦର୍ଶକଙ୍କ ମଧ୍ୟରେ ଉତ୍ସୁକତା ବଢ଼ିଛି। ସେହିପରି ବଡ଼ ପରଦାରେ ଏ ଦୁହିଁଙ୍କ ଯୋଡ଼ି ବୋବାଲ କରିବ ବୋଲି ଏବେଠୁ ଚର୍ଚ୍ଚା ହେଲାଣି। ଏହି ସିନେମାକୁ ନେଇ ଦୀର୍ଘଦିନ ଧରି ଆଲୋଚନା ଲାଗି ରହିଥିଲା। ଆଉ ଏବେ ଏହାର ରିଲିଜ୍ ତାରିଖ ଘୋଷଣା ହୋଇଛି। ଅକ୍ଟୋବର ୬ ତାରିଖରେ ଏହା ପ୍ରେକ୍ଷାଳୟକୁ ଆସିବ। ଅନ୍ୟପଟେ ଜାହ୍ନବୀ ଓ ବରୁଣଙ୍କ କିଛି ଫଟୋ ତଥା ଭିଡିଓ ସାମାଜିକ ଗଣମାଧ୍ୟମରେ ଭାଇରାଲ ହେଉଛି। ଯେଉଁଥିରେ ଏ ଦୁହେଁ ଏକାଠି ଖୁବ୍ ମଜାମସ୍ତି କରୁଥିବା ଦେଖିବାକୁ ମିଳିଛି।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ଦୁଃଖ ପ୍ରକାଶ କଲେ ମୋଦି, ଶାହା

ଅହମ୍ମଦାବାଦରେ ବିମାନ ଦୁର୍ଘଟଣାରେ ହେଲପଲାଇନ ନଂ ଜାରି- ୦୧୧-୨୪୬୧୦୮୪୩,୯୬୫୦୩୯୧୮୫୯

ଅହମ୍ମଦାବାଦ : ଅହମ୍ମଦାବାଦରୁ ଲଣ୍ଡନ ଯାଉଥିବା ଏୟାର ଇଣ୍ଡିଆର ଏକ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି । ପ୍ଲେନକ୍ରାସ ପରେ ଆକାଶ ଧୂଆଁମୟ । ଟେକଅଫ ସମୟରେ କ୍ରାସ...

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ଦୁଃଖ ପ୍ରକାଶ କଲେ ମୋଦି, ଶାହା

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ଦୁଃଖ ପ୍ରକାଶ କଲେ ମୋଦି, ଶାହା

ଅହମ୍ମଦାବାଦ : ଅହମ୍ମଦାବାଦ ବିମାନ ଦୁର୍ଘଟଣାକୁ ନେଇ ଦୁଃଖ ପ୍ରକାଶ କଲେ ପ୍ରଧାନମନ୍ତ୍ରୀ । ଏକ୍ସରେ ଦୁଃଖ ପ୍ରକାଶ କଲେ ପ୍ରଧାନମନ୍ତ୍ରୀ ମୋଦି । ଏହା ଆମ...

ADVERTISEMENT
ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ୨ ଡାକ୍ତରୀ ହଷ୍ଟେଲରେ ପିଟି ହେଲା ବିମାନ

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ୨ ଡାକ୍ତରୀ ହଷ୍ଟେଲରେ ପିଟି ହେଲା ବିମାନ

ଅହମ୍ମଦାବାଦ : ୨ଟି ବଡ କୋଠାରେ ପିଟି ହୋଇଛି ଦୁର୍ଘଟଣାଗ୍ରସ୍ତ ବିମାନ । ଅହମ୍ମଦାବାଦ ମେଘାନୀ ନଗରରେ ୨ଟି ବିଲ୍ଡିଂରେ ପିଟି ହେଲା । ପ୍ରଥମେ ଜୁନିୟର...

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ୧୧୦ ଯାତ୍ରୀଙ୍କ ମୃତ୍ୟୁ ସୂଚନା

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ୧୧୦ ଯାତ୍ରୀଙ୍କ ମୃତ୍ୟୁ ସୂଚନା

ଅହମ୍ମଦାବାଦ : ଏୟାର ଇଣ୍ଡିଆ ବିମାନ ଦୁର୍ଘଟଣାରେ ୧୧୦ ଯାତ୍ରୀଙ୍କ ମୃତ୍ୟୁ ସୂଚନା । ୧୧୦ ଯାତ୍ରୀଙ୍କ ମୃତ୍ୟୁ ନେଇ ଜାତୀୟ ଗଣମାଧ୍ୟମର ସୂଚନା । ବିମାନଟି...

Login