The Ultimate Managed Hosting Platform
ADVERTISEMENT

ଏକାମ୍ର ପ୍ରକଳ୍ପର ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ

Facebook
Twitter
LinkedIn

ଭୁବନେଶ୍ୱର : ଏକାମ୍ର ପ୍ରକଳ୍ପର ଭୂମି ପୂଜନ ଉତ୍ସବ ଅନୁଷ୍ଠିତ । ପ୍ରକଳ୍ପର ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଲିଙ୍ଗରାଜ ମନ୍ଦିର ପରିସରରେ ଭୂମି ପୂଜନ କାର୍ଯ୍ୟକ୍ରମ ଅନୁଷ୍ଠିତ । ଆଧ୍ୟାତ୍ମିକ ପରିବେଶରେ ଏକାମ୍ର ପ୍ରକଳ୍ପର ଶିଳାନ୍ୟାସ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ମୁଖ୍ୟମନ୍ତ୍ରୀ ଉପସ୍ଥିତ ରହି ଯଜ୍ଞରେ ପୁଷ୍ପାଞ୍ଜଳି ଦେବା ସହ ଏକାମ୍ର ପ୍ରକଳ୍ପର ଶିଳାନ୍ୟାସ କରିଛନ୍ତି। ଏହି ଅବସରରେ ଅନ୍ୟମାନଙ୍କ ମଧ୍ୟରେ ୫ଟି ସଚିବ ଭି.କେ.ପାଣ୍ଡିଆନ୍ ମଧ୍ୟ ଉପସ୍ଥିତ ଥିଲେ।
ଏହି ଅବସରରେ ବେଦ, ମନ୍ତ୍ର ଓ ପୂଜାପାଠରେ କମ୍ପୁଛି ଏକାମ୍ରକ୍ଷେତ୍ର । ସୃଷ୍ଟି ହୋଇଛି ଆଧ୍ୟାତ୍ମିକ ପରିବେଶ। ଏକାମ୍ର କ୍ଷେତ୍ର ଆମେନିଟିଜ୍ ଆଣ୍ଡ ମନ୍ୟୁମେଣ୍ଟସ୍ ରିଭାଇଭାଲ୍ ପ୍ଲାନ ଅନୁସାରେ ଆରମ୍ଭ ହେବ କାମ। ରାଜ୍ୟର ଅନ୍ୟତମ ପ୍ରମୁଖ ଶୈବପୀଠକୁ ଭବ୍ୟ ଓ ସୁନ୍ଦର କରାଯିବା ଲାଗି ଯୋଜନା ହୋଇଛି।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT

Login