The Ultimate Managed Hosting Platform
ADVERTISEMENT
Latest News
The Ultimate Managed Hosting Platform
Latest News

‘ଏକ୍ସ’ର ସର୍ଭର ଡାଉନ

Facebook
Twitter
LinkedIn

ନୂଆଦିଲ୍ଲୀ : ସୋସିଆଲ ମିଡିଆ ‘ଏକ୍ସ’ର ସର୍ଭର ଡାଉନ । ସର୍ଭର ଡାଉନ ଯୋଗୁଁ ଏକ୍ସରେ କୈାଣସି ପୋଷ୍ଟ ଦେଖିହଉନି । ଯାହାଫଳରେ ୟୁଜର୍ସମାନେ ଅନେକ ଅସୁବିଧାର ସାମ୍ନା ହେବା ସହିତ ଏନେଇ ଅଭିଯୋଗ ମଧ୍ୟ କରୁଛନ୍ତି । ଏପରିକି ‘ଏକ୍ସ’ରେ ଟ୍ୱିଟର ଡାଉନ୍ ବୋଲି ଟ୍ରେଣ୍ଡ ହେବାରେ ମଧ୍ୟ ଲାଗିଛି । ସର୍ଭର ଡାଉନ୍ ହେବା କାରଣରୁ ୟୁଜର୍ସମାନେ ‘ଏକ୍ସ’ରେ ପୋଷ୍ଟ ସେୟାର କରିପାରୁନାହାଁନ୍ତି । ‘ଏକ୍ସ’ ଖୋଲିଲେ କେବଳ ‘ୱେଲକମ୍ ଟୁ ଏକ୍ସ’ ଲେଖା ହେଇଥିବା ନଜର ଆସୁଛି । ଉଭୟ ଫୋନ୍ ଏବଂ ୱେବରେ ୟୁଜର୍ସମାନେ ଏହି ଅସୁବିଧାର ସାମ୍ନା କରୁଛନ୍ତି । ତେବେ ସୂଚନା ମୁତାବକ, ପ୍ରାୟ ୪୭ ହଜାରରୁ ଅଧିକ ଆମେରିକୀୟ ୟୁଜର୍ସ ଏନେଇ ଅଭିଯୋଗ କରିସାରିଛନ୍ତି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଅପରେସନ ସିନ୍ଦୂରରେ ଭାରତର କିଛି ବି କ୍ଷତି ହୋଇନି , ଯଦି ଅଛି ତେବେ ଗୋଟେ ଫଟୋ ଦେଖାଅ : ଅଜିତ ଡୋଭାଲ

ଅପରେସନ ସିନ୍ଦୂରରେ ଭାରତର କିଛି ବି କ୍ଷତି ହୋଇନି , ଯଦି ଅଛି ତେବେ ଗୋଟେ ଫଟୋ ଦେଖାଅ : ଅଜିତ ଡୋଭାଲ

ନୂଆଦିଲ୍ଲୀ : ଅପରେସନ ସିନ୍ଦୂରକୁ ନେଇ ବିଦେଶୀ ଗଣମାଧ୍ୟମ ଉପରେ ବର୍ଷିଲେ ଏନଏସଏ ଅଜିତ ଡୋଭାଲ । ଅପରେସନ ସିନ୍ଦୂରରେ ଭାରତ ଆଦୌ କ୍ଷତି ସହିନି ।...

ADVERTISEMENT
ପାଚିଲା ଅମୃତଭଣ୍ଡା ରସକୁ ପିଇଲେ ମିଳେ ଅନେକ ଫାଇଦା, ଆଖି ପାଇଁ ଲାଭଦାୟକ

ପାଚିଲା ଅମୃତଭଣ୍ଡା ରସକୁ ପିଇଲେ ମିଳେ ଅନେକ ଫାଇଦା, ଆଖି ପାଇଁ ଲାଭଦାୟକ

ବ୍ୟୁରୋ : ଅମୃତଭଣ୍ଡା ଫାଇବର, ଭିଟାମିନ୍, ମିନେରାଲ୍ ଏବଂ ଆଣ୍ଟିଅକ୍ସିଡାଣ୍ଟରେ ଭରପୂର ଏକ ଫଳ । ପିଲାଙ୍କଠାରୁ ବୃଦ୍ଧ ପର୍ୟ୍ୟନ୍ତ ଘରର ସମସ୍ତଙ୍କ ଖାଦ୍ୟରେ ଅମୃତଭଣ୍ଡା ସାମିଲ...

Login