The Ultimate Managed Hosting Platform
ADVERTISEMENT

ଏଣିକି ଆମ ବସରେ ଯାତ୍ରା କରିବେ କ୍ରୁଟ ଅଧିକାରୀ , ଡ୍ରାଇଭରଙ୍କ ପାଖରେ ବସି ଯାତ୍ରୀଙ୍କ ନେବେ ମତାମତ

Facebook
Twitter
LinkedIn

ଭୁବନେଶ୍ୱର : ଆମ ବସ୍ ସେବାରେ ସାଧାରଣ ଯାତ୍ରୀଙ୍କ ଯାତ୍ରା ଅଭିଜ୍ଞତା ବୃଦ୍ଧି ନେଇ କ୍ରୁଟ୍ ପକ୍ଷରୁ ଅନ୍ୟ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନିଆଯାଇଛି । କ୍ରୁଟ୍ ପରିଚାଳନା ନିର୍ଦ୍ଦେଶକ ଡକ୍ଟର ଏନ୍ ଥିରୁମାଲା ନାଏକ କ୍ରୁଟ୍ର ସମସ୍ତ ସଦସ୍ୟମାନଙ୍କୁ ସପ୍ତାହରେ ଅନ୍ତତଃ ଦୁଇଥର ଆମବସ୍ରେ ଯାତ୍ରା କରିବାକୁ ନିର୍ଦ୍ଦେଶ ଦେଇଛନ୍ତି । ବସ୍ରେ ଯାତ୍ରା କରି ବିସୃତ ଅନ୍ଲାଇନ୍ ଫର୍ମ ମାଧ୍ୟମରେ ଆମ ବସ୍ର ପ୍ରତ୍ୟେକ ସେବାର ସ୍ୱରୂପ ଉପରେ ମତାମତ ସଂଗ୍ରହ ହେବ । ଡ୍ରାଇଭରଙ୍କ ପାଖ ସିଟରେ ବସିବେ ଅଧିକାରୀ । ଯାତ୍ରୀଙ୍କ ମତାମତ ନେବେ । ମତାମତକୁ ଆଧାର କରି ଯଥାସମ୍ଭବ ସେବାର ଉନ୍ନତୀକରଣ ପାଇଁ କାର୍ୟ୍ୟ କରାଯିବ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ନାବାଳିକା ଦୁଷ୍କର୍ମକାରୀକୁ ୨୫ ବର୍ଷ କାରାଦଣ୍ଡ

୩ ଦୁଷ୍କର୍ମୀଙ୍କୁ ଆଜୀବନ

ବାରିପଦା : ୩ ଦୁଷ୍କର୍ମୀଙ୍କୁ ଆଜୀବନ ଜେଲ ଦଣ୍ଡାଦେଶ । କାହ୍ନୁ ମାରାଣ୍ଡି, ବୃନ୍ଦାବନ ନାୟକ, ସୋଲେ ହାଁସଦାଙ୍କୁ ଆଜୀବନ । ୩ ଦୁଷ୍କର୍ମୀ ଦଣ୍ଡାଦେଶ ଶୁଣାଇଲେ...

ADVERTISEMENT

Login