The Ultimate Managed Hosting Platform
ADVERTISEMENT

ଏଣିକି ଜରୁରୀ ଜନ୍ମଗତ ପ୍ରମାଣପତ୍ର, ୧ ଅକ୍ଟୋବରରୁ ଲାଗୁ ହେବ ନିୟମ

Facebook
Twitter
LinkedIn

ନୂଆଦିଲ୍ଲୀ: ଜନ୍ମଗତ ପ୍ରମାଣପତ୍ର ହେବ ଏକକ ଦସ୍ତାବିଜ। ଶିକ୍ଷାନୁଷ୍ଠାନରେ ଆଡମିସନ, ବିବାହ ପଞ୍ଜିକରଣ, ଡ୍ରାଇଭିଂ ଲାଇସେନ୍ସ, ସରକାରୀ ଚାକିରି ଆଦି କ୍ଷେତ୍ରରେ ଏଣିକି ଆବଶ୍ୟକ ହେବ ଜନ୍ମଗତ ପ୍ରମାଣପତ୍ର। ଆସନ୍ତା ଅକ୍ଟୋବର ୧ରୁ ଲାଗୁହେବ ନିୟମ । କେନ୍ଦ୍ରୀୟ ଯୋଜନା ଓ ସେବା କ୍ଷେତ୍ରରେ ସ୍ବଚ୍ଛତା ବଜାୟ ରଖିବା ଲାଗି ଏହା ଆବଶ୍ୟକ ବୋଲି କୁହାଯାଇଛି । ଗତକାଲି ଜନ୍ମ ଓ ମୃତ୍ୟୁ ପଞ୍ଜିକରଣ ସଂଶୋଧନ ଆଇନ ୨୦୨୩ କାର୍ୟ୍ୟକାରୀ ହେବା ପରେ ଏନେଇ ଘୋଷଣା କରିଥିଲା କେନ୍ଦ୍ର ଗୃହମନ୍ତ୍ରାଳୟ । ଏହି ଆଇନ କାର୍ୟ୍ୟକାରୀ ହେବା ପଛରେ ରହିଛି କେତେକ କାରଣ । ଏହା ଦ୍ବାରା ଦେଶର ଜନସଂଖ୍ୟାଜନିତ ସର୍ଭେ କ୍ଷେତ୍ରରେ ଭାରତର ରେଜିଷ୍ଟ୍ରାର ଜେନେରାଲଙ୍କୁ ସହାୟକ ହେବ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଜଙ୍ଗଲରେ ଯୁବକ ଯୁବତୀଙ୍କ ମୃତଦେହ

ପତ୍ନୀଙ୍କ ସନେ୍ଦହଜନକ ମୃତ୍ୟୁ ; ଯବାନ ସ୍ୱାମୀ ଅଟକ

କୋରାପୁଟ : ପତ୍ନୀଙ୍କ ସନେ୍ଦହଜନକ ମୃତ୍ୟୁକୁ ନେଇ ଯବାନ ସ୍ୱାମୀଙ୍କୁ ଅଟକ ରଖିଲା ପୋଲିସ । ଘର ଭିତରେ ପୋଡିଯାଇ ଆଇଆରବି ଯବାନଙ୍କ ପତ୍ନୀଙ୍କ ମୃତ୍ୟୁ ମାମଲା...

ADVERTISEMENT
ଓଏସଏସସି ସ୍କାମ ; ସିବିଆଇ ତଦନ୍ତ ଦାବି

CBI ଜାଲରେ RPF ହାବିଲଦାର

ରାଉରକେଲା : ସିବିଆଇ ଜାଲରେ ବନ୍ଧମୁଣ୍ଡା ଅଞ୍ଚଳର ଆରପିଏଫ ହାବିଲଦାର । ୧୫ ହଜାର ଟଙ୍କା ଲାଞ୍ଚ ନେଇ ଆରପିଏଫ ହାବିଲହାର ମହମ୍ମଦ ଇଜହାର କାବୁ ।...

Login