The Ultimate Managed Hosting Platform
ADVERTISEMENT

ଏଣିକି ଥରେ ଓଟିଇଟି ଦେଲେ ଆଉ ଦେବାକୁ ପଡିବନି ପରୀକ୍ଷା

Facebook
Twitter
LinkedIn

ଭୁବନେଶ୍ୱର : ଶିକ୍ଷକ ନିଯୁକ୍ତି କ୍ଷେତ୍ରରେ ରାଜ୍ୟ ସରକାରଙ୍କ ବଡ ନିଷ୍ପତ୍ତି । ଏଣିକି ଥରେ ଓଡ଼ିଶା ଟିଚର ଏଲିଜିବିଲିଟି ଟେଷ୍ଟରେ ଉତ୍ତୀର୍ଣ୍ଣ ହେଲେ ଆଉ ଦେବାକୁ ପଡିବନି ପରୀକ୍ଷା । ଟୁଇଟ କରି ମୁଖ୍ୟମନ୍ତ୍ରୀଙ୍କ କାର୍ୟ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି । ପୂର୍ବରୁ ଓଟିଇଟି ପରୀକ୍ଷାରେ ଉତିର୍ଣ୍ଣ ହେଲେ ୭ ବର୍ଷ ପାଇଁ ବୈଧ ଥିଲା । ଏଥିରେ ପରିବର୍ତ୍ତନ କରିଛନ୍ତି ରାଜ୍ୟ ସରକାର । ସରକାରଙ୍କ ଏହ ନିଷ୍ପତ୍ତି ପରେ ଛାତ୍ରଛାତ୍ରୀଙ୍କ ମଧ୍ୟରେ ଖୁସୀର ମାହୋଲ ଖେଳିଯାଇଛି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଘର ଭିତରେ ରକ୍ତାକ୍ତ ମୃତଦେହ

ପରକୀୟା ପ୍ରୀତି ସନେ୍ଦହରେ ସ୍ତ୍ରୀକୁ ପିଟି ପିଟି ଜୀବନ ନେଲା ସ୍ୱାମୀ

ପାଲଲହଡା : ପରକୀୟା ପ୍ରୀତି ହେଲା କାଳ । ପରକୀୟା ପ୍ରୀତି ସନେ୍ଦହରେ ସ୍ତ୍ରୀକୁ ପିଟି ପିଟି ଜୀବନ ନେଲା ସ୍ୱାମୀ । ଖମାର ଥାନା ସିଆରିମାଳିଆ...

ADVERTISEMENT
ଦୁର୍ଘଟଣାରେ ୩ ବାଇକ ଆରୋହୀ ମୃତ

ଦୁର୍ଘଟଣା ; ଚାଲିଗଲା ଗୋଟିଏ ପରିବାରର ୬ ଜଣଙ୍କ ଜୀବନ

ଉତ୍ତରପ୍ରଦେଶ ; ଉତ୍ତରପ୍ରଦେଶର ମୋରାଦାବାଦରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ଯେଉଁଥିରେ ଗୋଟିଏ ପରିବାରର ୬ ସଦସ୍ୟଙ୍କର ମୃତ୍ୟୁ ଘଟିଛି । ଏକ ଦ୍ରୁତଗାମୀ...

ଯୁବପିଢୀଙ୍କ କ୍ଷେତ୍ରରେ କାହିଁକି ବଢୁଛି ଆତ୍ମହତ୍ୟା ?

କନଷ୍ଟେବଳଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ରାଉରକେଲା : ଝୁଲନ୍ତା ଅବସ୍ଥାରେ କନଷ୍ଟେବଳଙ୍କ ମୃତଦେହ ଉଦ୍ଧାର । ଉଦିତନଗର ଥାନା ବାସନ୍ତୀ କଲୋନୀ ବାସଭବନରୁ ଉଦ୍ଧାର । କେଉଁ ପରିସ୍ଥିତିରେ ପୋଲିସ କର୍ମଚାରୀ ଏଭଳି...

Login