The Ultimate Managed Hosting Platform
ADVERTISEMENT

ଏଣିକି ସରକାରୀ ଅଫିସରେ ସିଙ୍ଗଲ ୟୁଜ ପ୍ଲାଷ୍ଟିକ ବ୍ୟାନ

Facebook
Twitter
LinkedIn

ଭୁବନେଶ୍ୱର : ରକାରୀ ଅଫିସରେ ସିଙ୍ଗଲ ୟୁଜ୍ ପ୍ଲାଷ୍ଟିକ ବ୍ୟବହାର ଉପରେ ଲାଗିଲା କଟକଣା । ଏଣିକି ସରକାରୀ ଅଫିସରେ ସମସ୍ତ ପ୍ରକାର ସିଙ୍ଗଲ ୟୁଜ୍ ପ୍ଲାଷ୍ଟିକ୍ ବ୍ୟାନ୍ ନିର୍ଦ୍ଦେଶ । ଏହି ସଂପର୍କରେ ଜଙ୍ଗଲ ଓ ପରିବେଶ ବିଭାଗର ଅତିରିକ୍ତ ମୁଖ୍ୟ ସଚିବ ସତ୍ୟବ୍ରତ ସାହୁ ରାଜ୍ୟର ସମସ୍ତ ବିଭାଗୀୟ ସଚିବଙ୍କୁ ଏକ ଚିଠି ଜାରି କରି ନିର୍ଦ୍ଦେଶ ଦେଇଛନ୍ତି । ସରକାରୀ ବୈଠକ, ସଭାସମିତିରେ ପ୍ଳାଷ୍ଟିକ ଜରି ଲାଗିଥିବା ଫୁଲତୋଡ଼ାକୁ ନାଁ ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT

Login