The Ultimate Managed Hosting Platform
ADVERTISEMENT

ଏଣିକି ହସ୍ପିଟାଲ କ୍ୟାଣ୍ଟିନ ଓ ୱାଓ ମୋମୋ ସେଣ୍ଟରରେ ମିଳିବ ମିଲେଟ

Facebook
Twitter
LinkedIn

ଭୁବନେଶ୍ୱର : ଏଣିକି ହସ୍ପିଟାଲ କ୍ୟାଣ୍ଟିନରେ ମିଳିବ ମିଲେଟ୍। ତା ସହିତ ୱାଓ ମୋମୋରେ ମଧ୍ୟ ମିଳିବ ମିଲେଟ୍। ଏନେଇ ଗୁରୁବାର ଗଣମାଧ୍ୟମକୁ ସୂଚନା ଦେଇଛନ୍ତି ରାଜ୍ୟର କୃଷି ନିର୍ଦ୍ଦେଶକ ପ୍ରେମଚନ୍ଦ୍ର ଚୌଧୁରୀ। ତାଙ୍କ ସୂଚନା ମୁତାବକ, ଗତ ବର୍ଷ ୬ ଲକ୍ଷ ମେଟ୍ରିକ ଟନ୍ ମିଲେଟ୍ ସଂଗ୍ରହ କରାଯାଇଛି । ରାଜ୍ୟର ୩୦ ଜିଲ୍ଲାର ୧୭୭ ବ୍ଲକରେ ଏଥର ମିଲେଟ୍ ଚାଷ ହେଇଛି । ଅନ୍ୟପଟେ ରାଜ୍ୟରେ ଅଢେଇ ଲକ୍ଷ ହେକ୍ଟର ଜାଗାରେ ରାଗି ଚାଷ ହେଇଛି। ଆଉ ଦୁଇ ଲକ୍ଷ ଚାଷୀ ଏଥିରେ ଯୋଡି ହୋଇଛନ୍ତି ବୋଲି କୃଷି ନିର୍ଦ୍ଦେଶକ ପ୍ରେମଚନ୍ଦ୍ର ଚୌଧୁରୀ ସୂଚନା ଦେଇଛନ୍ତି।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

“ଆମ ଶାସନ” ଶୁଭାରମ୍ଭ , ମୁଖ୍ୟମନ୍ତ୍ରୀ କଲେ ଶୁଭାରମ୍ଭ

ଓଡିଆ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଅନ୍ୟନ୍ତ ନିନ୍ଦନୀୟ ; ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ପଶ୍ଚିମବଙ୍ଗରେ ଓଡିଆ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣାରେ ମୁଖ୍ୟମନ୍ତ୍ରୀଙ୍କ ଉଦବେଗ । ଏହା ଅତ୍ୟନ୍ତ ନିନ୍ଦନୀୟ ଓ ପୀଡା ଦାୟକ, ମୁଁ ଗଭୀର ଭାବରେ ମର୍ମାହତ...

ବିଜେଡିକୁ ଶକ୍ତ ଝଟକା ; ପଦ୍ମ ଧରିଲେ ଜୟ ଢୋଲକିଆ

ବିଜେଡିକୁ ଶକ୍ତ ଝଟକା ; ପଦ୍ମ ଧରିଲେ ଜୟ ଢୋଲକିଆ

ଭୁବନେଶ୍ୱର : ବିଜେପିରେ ମିଶିଲେ ଜୟ ଢୋଲକିଆ । ସ୍ୱର୍ଗତ ବିଜେଡି ବିଧାୟକ ରାଜେନ୍ଦ୍ର ଢୋଲକିଆଙ୍କ ପୁଅ ଜୟ । ନୂଆପଡା ଉପନିର୍ବାଚନରେ ବିଜେପି ପ୍ରାର୍ଥୀ ହେବା...

ADVERTISEMENT
ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା ; ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା

ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା ; ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା

ଜଳେଶ୍ୱର : ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା । ମେଡିକାଲ କର୍ତ୍ତୁପକ୍ଷଙ୍କ ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା । ମୋତେ ଘଟଣାକୁ ନେଇ କେହି...

Login