The Ultimate Managed Hosting Platform
ADVERTISEMENT

ଏଥର ନିଦାଘ ରଜ !

Facebook
Twitter
LinkedIn

ଭୁବନେଶ୍ୱର : ଏଥର ରଜ ପର୍ବରେ ପ୍ରଚଣ୍ଡ ଖରା ସମ୍ଭାବନା । ଏବର୍ଷ ୧୫ କିମ୍ବା ତା ପରେ ଓଡିଶା ଛୁଇଁପାରେ ମୈାସୁମୀ । ତେବେ ନିର୍ଦ୍ଦିଷ୍ଟ ଭାବେ କେବେ ଛୁଇଁବ ଏଯାଏ ଆକଳନ କରିନି ଆଇଏମଡି । ଆଇଏମଡି ଡିଜି ମୃତ୍ୟୁଞ୍ଜୟ ମହାପାତ୍ରଙ୍କ ସୂଚନା । ଏଥର ଭାରତକୁ ମୌସୁମୀ ୭ ଦିନ ବିଳମ୍ବରେ ପହଞ୍ଚିଛି । ଓଡ଼ିଶାକୁ ୧୨ ସୁଦ୍ଧା ମୌସୁମୀ ଆସିଥାଏ କିନ୍ତୁ ଏଥର ବିଳମ୍ବ ହୋଇପାରେ ବୋଲି କୁହାଯାଉଛି । ୧୫ କିମ୍ବା’ତା ପରେ ଓଡ଼ିଶାରେ ସ୍ୱାଭାବିକ ବର୍ଷା ହୋଇପାରେ ବୋଲି ଆଶଙ୍କା କରାଯାଉଛି । କିନ୍ତୁ ଓଡ଼ିଶାକୁ କେବେ ଛୁଇଁବ ତାହା ପୂର୍ବାନୁମାନ ହୋଇପାରିନି । ଆଗାମୀ ୨ରୁ ୩ ଦିନରେ ସ୍ପଷ୍ଟ ହେବ ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT
ନ୍ୟାୟ ପାଇଁ ପୁଣି ଥରେ ଜିଲ୍ଲାପାଳଙ୍କ ନିକଟରେ ଅନୁରୋଧ କଲେ ପିହୁଙ୍କ ମାଆ

ନ୍ୟାୟ ପାଇଁ ପୁଣି ଥରେ ଜିଲ୍ଲାପାଳଙ୍କ ନିକଟରେ ଅନୁରୋଧ କଲେ ପିହୁଙ୍କ ମାଆ

ଭୁବନେଶ୍ୱର : କୁନି ଝିଅ ପିହୁକୁ ଅପହରଣ ହେବାକୁ ବିତିଲାଣି ୫ ବର୍ଷ । ହେଲେ ଏପର୍ଯ୍ୟନ୍ତ ପିହୁର ପତ୍ତା ମିଳୁନି । ଯାଜପୁର ଜିଲ୍ଲା ବିଂଝାରପୁର...

Login