The Ultimate Managed Hosting Platform
ADVERTISEMENT

ଏଥର ବର୍ଷାରେ ଭିଜିବ ଦଶହରା , ୨୫ରେ ପୁଣି ଏକ ଲଘୁଚାପ

Facebook
Twitter
LinkedIn

ଭୁବନେଶ୍ୱର : ପୁଣି ଆଉ ଏକ ଲଘୁଚାପ । ବର୍ଷାରେ ଭିଜବ ପାର୍ବଣ । ୨୫ରେ ପୁଣି ଏକ ଲଘୁଚାପ ନେଇ ପାଣିପାଗ ବିଭାଗର ଅକଳନ । ଓଡ଼ିଶା ଉପରେ ସକ୍ରିୟ ରହୁଛି ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ । ତେଣୁ ଏହାର ପ୍ରଭାବରେ ଓଡ଼ିଶାରେ ଲାଗି ରହିଛି ବର୍ଷା । ଆସନ୍ତା ୨୫, ୨୬ ତାରିଖ ଆଡକୁ ବଙ୍ଗୋପସାଗରରେ ଏକ ଲଘୁଚାପ ସୃଷ୍ଟି ହୋଇପାରେ ବୋଲି ଆକଳନ କରିଛି ଭୁବନେଶ୍ବର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର । ତାହା ଘନୀଭୂତ ହୋଇ ଅବପାତ ହେବାର ସମ୍ଭାବନା ରହିଛି । ଏହା ପ୍ରଭାବରେ ରାଜ୍ୟରେ ୨୬ ତାରିଖରୁ ପାଗରେ ପରିବର୍ତ୍ତନ ହେବ । ୨୭ ଓ ୨୮ ତାରିଖରେ ରାଜ୍ୟର ଅଧିକାଂଶ ସ୍ଥାନରେ ବର୍ଷା ହେବ । ବିଶେଷକରି ଦକ୍ଷିଣ ଓଡ଼ିଶାରେ ଏହାର ଅଧିକ ପ୍ରଭାବ ପଡିବ । ୨୯ ତାରିଖରେ ଅବପାତଟି ପଶ୍ଚିମ ଓଡ଼ିଶା ଦେଇ ଛତିଶଗଡ଼ ଓ ପରେ ନାଗପୁର ଆଡ଼କୁ ଯିବ । ୩୦ ତାରିଖ ପରେ ପାଗ ଶୁଖିଲା ରହିବ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଟ୍ରମ୍ପଙ୍କୁ ମିଳିଲାନି ନୋବେଲ, ମାରିଆଙ୍କୁ ମିଳିଲା ଶାନ୍ତି ନୋବେଲ

ଟ୍ରମ୍ପଙ୍କୁ ମିଳିଲାନି ନୋବେଲ, ମାରିଆଙ୍କୁ ମିଳିଲା ଶାନ୍ତି ନୋବେଲ

ନୂଆଦିଲ୍ଲୀ : ଘୋଷଣା ହେଲା ନୋବେଲ ଶାନ୍ତି ପୁରସ୍କାର । ଭେନେଜୁଏରାଲ ମାରିଆ କୋରିନାଙ୍କୁ ନୋବେଲ ଶାନ୍ତି ପୁରସ୍କାରା ଭେନେଜୁଏଲାରେ ଗଣତନ୍ତ୍ର ପ୍ରତିଷ୍ଠାରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ପାଇଁ...

ADVERTISEMENT

Login