The Ultimate Managed Hosting Platform
ADVERTISEMENT

ଏଥର ବି କଲବଲ କରିବ ତାତି, କେବଳ ଦିନ ନୁହେଁ ରାତିରେ ବି ଗରମରୁ ମିଳିବନି ତ୍ରାହି

Facebook
Twitter
LinkedIn

ଭୁବନେଶ୍ୱର : ଏଥର ପୁଣି କଲବଲ କରିବ ତାତି । ଦେଶରେ ସ୍ବାଭାବିକଠାରୁ ଅଧିକ ତାତି ଅନୁଭୂତ ହେବ। ପ୍ରଚଣ୍ଡ ଗରମ ସାଙ୍ଗକୁ ଗୁଳୁଗୁଳି ଅନୁଭୂତ ହେବ । କେବଳ ଦିନ ନୁହେଁ ରାତିରେ ମଧ୍ୟ ଗରମରୁ ମିଳିବନି ତ୍ରାହି। ମାର୍ଚ୍ଚରୁ ଆରମ୍ଭ ହୋଇ ମେ ଯାଏ ଏପରି ସ୍ଥିତି ରହିବ । ଏ ନେଇ ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି । ସ୍ବାଭାବିକ ତୁଳନାରେ ଅଧିକାଂଶ ସ୍ଥାନରେ ତାପମାତ୍ରା ଅଧିକ ରହିବା ଯୋଗୁ ଏଥର ଗ୍ରୀଷ୍ମ ଲହରୀ ଦିନ ସଂଖ୍ୟା ବଢ଼ିବ । ମାର୍ଚ୍ଚରେ ମଧ୍ୟ ଅନେକ ସ୍ଥାନରେ ଗ୍ରୀଷ୍ମ ଲହରୀ ସ୍ଥିତି ଆଶଙ୍କା ରହିଛି । ଗତବର୍ଷ ରାଜ୍ୟରେ ପ୍ରବଳ ଖରା ଅନୁଭୂତ ହୋଇଥିଲା । ଗତ ଏପ୍ରିଲରେ ଓଡ଼ିଶାରେ ଅନୁଭୂତ ହୋଇଥିହା ଗ୍ରୀଷ୍ମ ଲହରୀ ସଂଖ୍ୟା ସାରା ଦେଶରେ ଅଧିକ ରହିଥିଲା ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT
ନ୍ୟୁଜିଲ୍ୟାଣ୍ଡରେ ଭୂକମ୍ପ ଝଟକା

ଆସାମରେ ଭୂକମ୍ପର ଝଟକା

ନୂଆଦିଲ୍ଲୀ : ଭାରତର ଆସାମରେ ଭୂକମ୍ପର ଝଟକା ଅନୁଭୂତ । ତୀବ୍ରତା ୪.୧ ରହିଥିବା ସୂଚନା ମିଳୁଛି । ଯାହାର ସୂଚନା ଏନସିଏସପକ୍ଷରୁ ମିଳିଛି । ଏଥିରେ...

Login