The Ultimate Managed Hosting Platform
ADVERTISEMENT

ଏଥର ଯୁକ୍ତ ୨ ପରେ କରିପାରିବେ ବିଇଡି

Facebook
Twitter
LinkedIn

ଭୁବନେଶ୍ୱର : ଏଣିକି ଯୁକ୍ତ୨ ପରେ ବିଇଡି କରି ପାରିବେ ଛାତ୍ରଛାତ୍ରୀ । ଏନେଇ ୮ ଟି ଶିକ୍ଷକ ଶିକ୍ଷଣ ଅନୁଷ୍ଠାନ ସହ ନିର୍ଦ୍ଦିଷ୍ଟ ମହାବିଦ୍ୟାଳୟର ଏମ୍ଓୟୁ ସ୍ବାକ୍ଷରିତ ହୋଇଛି । ଏପରି ସୂଚନା ଦେଇଛନ୍ତି ଉଚ୍ଚଶିକ୍ଷା ମନ୍ତ୍ରୀ ସୂରଜ ସୂର୍ୟ୍ୟବଂଶୀ । ଆସିବ ନୂଆ କୋର୍ସ ITEP (Intigreted teacher education programme) । ରାଜ୍ୟରେ ଥିବା ୧୬ ଟି ଶିକ୍ଷକ ଶିକ୍ଷଣ ଅନୁଷ୍ଠାନ ମଧ୍ୟରୁ ୮ ଟି ଅନୁଷ୍ଠାନ ସହିତ ନିକଟସ୍ଥ ମହାବିଦ୍ୟାଳୟର ଚୁକ୍ତିପତ୍ର ସ୍ବାକ୍ଷରିତ ହୋଇଛି, ଯେଉଁଥିରେ ଗ୍ରାଜୁଏସନ୍ ନୁହେଁ ବରଂ ଏଣିକି ଯୁକ୍ତ ୨ ପରେ ହେବ ବିଇଡି ପାଠ ପଢ଼ା । ଏଥିପାଇଁ ଆସିବ ୪ ବର୍ଷର ନୂଆ ITEP କୋର୍ସ । ଛାତ୍ରଛାତ୍ରୀଙ୍କ ସୁବିଧା ପାଇଁ ୫ ବର୍ଷ ବଦଳରେ ୪ ବର୍ଷରେ ଶିକ୍ଷକ ଶିକ୍ଷଣ କୋର୍ସ ଶେଷ କରିବା ପାଇଁ ଏଭଳି ନିଷ୍ପତ୍ତି ନେଇଛି ରାଜ୍ୟ ସରକାରଙ୍କ ଉଚ୍ଚଶିକ୍ଷା ବିଭାଗ ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ବାଗେଶ୍ୱର ଧାମ ନିକଟରେ କାନ୍ଥ ଭୁଶୁଡି ଜଣଙ୍କର ଜୀବନ ଗଲା , ୧୧ ଜଣ ଆହତ

ବାଗେଶ୍ୱର ଧାମ ନିକଟରେ କାନ୍ଥ ଭୁଶୁଡି ଜଣଙ୍କର ଜୀବନ ଗଲା , ୧୧ ଜଣ ଆହତ

ନୂଆଦିଲ୍ଲୀ : ବାଗେଶ୍ୱର ଧାମରେ ଭୁଶୁଡିଲା କୋଠା । ମଧ୍ୟପ୍ରଦେଶ ଛତରପୁର ଜିଲ୍ଲା ବାଗେଶ୍ୱର ଧାମନିକଟରେ ଥିବା ଏକ ଢାବାରେ କାନ୍ଥ ଭୁଶୁଡିପଡିଛି । ଏହି ଘଟଣାରେ...

ଆମେରିକାରେ ଗୁଳିକାଣ୍ଡ, ୩ ଜଣଙ୍କର ଜୀବନ ଯାଇଥିବା ବେଳେ ୧୦ ଜଣ ଆହତ

ଆମେରିକାରେ ଗୁଳିକାଣ୍ଡ, ୩ ଜଣଙ୍କର ଜୀବନ ଯାଇଥିବା ବେଳେ ୧୦ ଜଣ ଆହତ

ନୂଆଦିଲ୍ଲୀ : ଆମେରିକାରେ ପୁଣି ଥରେ ଗୁଳିକାଣ୍ଡର ଏକ ହୃଦୟ ବିଦାରକ ଘଟଣା ସାମ୍ନାକୁ ଆସିଛି । ସୋମବାର ସକାଳେ ଦକ୍ଷିଣ ଫିଲାଡେଲଫିଆର ଏକ ଅଞ୍ଚଳରେ ଗୁଳିକାଣ୍ଡ...

ADVERTISEMENT

Login