The Ultimate Managed Hosting Platform
ADVERTISEMENT

ଏନଏସି ନିର୍ବାଚନରେ ବିଜେଡିର ବିପୁଳ ବିଜୟ

Facebook
Twitter
LinkedIn

ଭୁବନେଶ୍ୱର : ଏନଏସି ନିର୍ବାଚନରେ ବିଜେଡିର ବାଜିମାତ । ଢେଙ୍କାନାଳର ହିନେ୍ଦାଳ ଓ ବରଗଡର ଅତାବିରାରେ ଆଜି ଏନଏସି ନିର୍ବାଚନ ଫଳାଫଳ ପ୍ରକାଶ ପାଇଛି । ଅତାବିରା ଏନଏସି ନିର୍ବାଚନରେ ବଜେଡିର ବିଜୟ । ୧୨ଟି ୱାର୍ଡରୁ ୧୧ଟି ବ୍ୱାର୍ଡରେ ବିଜେଡି ପ୍ରାର୍ଥୀ ବିଜୟୀ । ଅଧ୍ୟକ୍ଷ ପଦ ସହ ୧୧ଟି ୱାର୍ଡରେ ବିଜେଡି ପ୍ରାର୍ଥୀ ବିଜୟୀ । କଂଗ୍ରେସ ପ୍ରାର୍ଥୀଙ୍କୁ ହରାଇ ବିଜେଡିର ବନମାଳୀ ବରିହା ଅଧ୍ୟକ୍ଷ ନିର୍ବାଚିତ । ୧୨ଟିରୁ ଗୋଟିଏ ୱାର୍ଡରେ କଂଗ୍ରେସ ପ୍ରାର୍ଥୀ ବିଜୟୀ ।
ହିନେ୍ଦାଳ ଏନଏସିରେ ମଧ୍ୟ ବିଜେଡିର ବାଜିମାତ୍ । ୧୬ ଟି ୱାର୍ଡରୁ ୧୧ଟି ୱାର୍ଡରେ ବିଜେଡି ପ୍ରାର୍ଥୀ ବିଜୟୀ । ଅଧ୍ୟକ୍ଷ ପଦ ସହ ୧୧ଟି ୱାର୍ଡରେ ବିଜେଡି ପ୍ରାର୍ଥୀ ବିଜୟୀ । ବିଜେପି ପ୍ରାର୍ଥୀଙ୍କୁ ହରାଇ ବିଜେଡିର କେଶବ ପ୍ରଧାନ ଅଧ୍ୟକ୍ଷ ନିର୍ବାଚିତ । ୧୬ଟି ୱାର୍ଡରୁ ୫ଟି ୱାର୍ଡରେ ବିଜୟୀ ହେଲେ ବିଜେପି ପ୍ରାର୍ଥୀ ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଘର ଭିତରେ ରକ୍ତାକ୍ତ ମୃତଦେହ

ପରକୀୟା ପ୍ରୀତି ସନେ୍ଦହରେ ସ୍ତ୍ରୀକୁ ପିଟି ପିଟି ଜୀବନ ନେଲା ସ୍ୱାମୀ

ପାଲଲହଡା : ପରକୀୟା ପ୍ରୀତି ହେଲା କାଳ । ପରକୀୟା ପ୍ରୀତି ସନେ୍ଦହରେ ସ୍ତ୍ରୀକୁ ପିଟି ପିଟି ଜୀବନ ନେଲା ସ୍ୱାମୀ । ଖମାର ଥାନା ସିଆରିମାଳିଆ...

ADVERTISEMENT
ଦୁର୍ଘଟଣାରେ ୩ ବାଇକ ଆରୋହୀ ମୃତ

ଦୁର୍ଘଟଣା ; ଚାଲିଗଲା ଗୋଟିଏ ପରିବାରର ୬ ଜଣଙ୍କ ଜୀବନ

ଉତ୍ତରପ୍ରଦେଶ ; ଉତ୍ତରପ୍ରଦେଶର ମୋରାଦାବାଦରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ଯେଉଁଥିରେ ଗୋଟିଏ ପରିବାରର ୬ ସଦସ୍ୟଙ୍କର ମୃତ୍ୟୁ ଘଟିଛି । ଏକ ଦ୍ରୁତଗାମୀ...

ଯୁବପିଢୀଙ୍କ କ୍ଷେତ୍ରରେ କାହିଁକି ବଢୁଛି ଆତ୍ମହତ୍ୟା ?

କନଷ୍ଟେବଳଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ରାଉରକେଲା : ଝୁଲନ୍ତା ଅବସ୍ଥାରେ କନଷ୍ଟେବଳଙ୍କ ମୃତଦେହ ଉଦ୍ଧାର । ଉଦିତନଗର ଥାନା ବାସନ୍ତୀ କଲୋନୀ ବାସଭବନରୁ ଉଦ୍ଧାର । କେଉଁ ପରିସ୍ଥିତିରେ ପୋଲିସ କର୍ମଚାରୀ ଏଭଳି...

Login