The Ultimate Managed Hosting Platform
ADVERTISEMENT

ଏନକାଉଣ୍ଟରରେ ୨ ମାଓବାଦୀ ନିହତ

Facebook
Twitter
LinkedIn

ମାଲକାନଗିରି : ସୁରକ୍ଷାକର୍ମୀଙ୍କ ଗୁଳିରେ ୨ ମାଓବାଦୀ ନିହତ । ସୀମାନ୍ତ ଛତିଶଗଡରେ ଯବାନ-ମାଓବାଦୀ ଗୁଳି ବିନିମୟ । କାଙ୍କେର ଜଙ୍ଗଲରେ ୨ ମାଓବାଦୀଙ୍କ ମୃତ୍ୟୁ ସୂଚନା । ପ୍ରାୟ ଅଧ ଘଣ୍ଟା ଧରି ହୋଇଥିବା ଗୁଳିବିନିମୟ ହୋଇଥିଲା। ପରେ ନକ୍ସଲ ଛତ୍ରଭଙ୍ଗ ଦେଇଥିଲେ। ଘଟଣାସ୍ଥଳରେ ସର୍ଚ୍ଚ ଅପରେସନବେଳେ ଜଣେ ମହିଳା ନକ୍ସଲ ସମେତ ଦୁଇଜଣଙ୍କ ଶବ ଉଦ୍ଧାର କରାଯାଇଛି। ଏଥି ସହ ବନ୍ଧୁକ ଓ ମାଓ ସାମଗ୍ରୀ ମଧ୍ୟ ଜବତ କରାଯାଇଛି। ଏବେ ବି ସର୍ଚ୍ଚ ଅପରେସନ ଜୋରଦାର ଚାଲିଛି।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଭୁବନେଶ୍ୱର ବିମାନ ବନ୍ଦରରେ ପହଁଚିଲେ ପ୍ରଧାନମନ୍ତ୍ରୀ ମୋଦି

ଭୁବନେଶ୍ୱର ବିମାନ ବନ୍ଦରରେ ପହଁଚିଲେ ପ୍ରଧାନମନ୍ତ୍ରୀ ମୋଦି

ଭୁବନେଶ୍ୱର : ଭୁବନେଶ୍ୱର ବିମାନବନ୍ଦରରେ ପହଂଚିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ବାୟୁସେନାର ସ୍ୱତନ୍ତ୍ର ବିମାନରେ ଆସି ପହଁଚିଲେ । ପାରମ୍ପରିକ ନୃତ୍ୟ ମାଧ୍ୟମରେ ସ୍ୱାଗତ କରାଯାଇଛି...

ADVERTISEMENT
ତୀବ୍ର ହେଉଛି ଇସ୍ରାଏଲ – ଇରାନ ଯୁଦ୍ଧ ; ଇସ୍ରାଏଲର ବୈଜ୍ଞାନିକ ଗବେଷଣା କେନ୍ଦ୍ର ନଷ୍ଟ କଲା ଇରାନ

ତୀବ୍ର ହେଉଛି ଇସ୍ରାଏଲ – ଇରାନ ଯୁଦ୍ଧ ; ଇସ୍ରାଏଲର ବୈଜ୍ଞାନିକ ଗବେଷଣା କେନ୍ଦ୍ର ନଷ୍ଟ କଲା ଇରାନ

ନୂଆଦିଲ୍ଲୀ : ଦିନକୁ ଦିନ ତୀବ୍ର ହେଉଛି ମଧ୍ୟପ୍ରାଚ୍ୟ ଯୁଦ୍ଧ । ଇସ୍ରାଏଲ-ଇରାନ ମଧ୍ୟରେ ଆକ୍ରମଣ-ପ୍ରତିଆକ୍ରମଣ ବୃଦ୍ଧି ପାଉଛି । ୮ ଦିନ ଧରି ଲଗାତାର ହେଉଛି...

Login