ମାଲକାନଗିରି ; ବଡ ଧରଣର ମାଓ ଏନକାଉଣ୍ଟର । ୩୦ରୁ ଉଦ୍ଧ୍ୱର୍ ମାଓବାଦୀ ସଫା । ଛତିଶଗଡ ଅବୁଝମାଡ ଜଙ୍ଗଲରେ ମାଓବାଦୀଙ୍କୁ ଏନକାଉଣ୍ଟର । ସୁରକ୍ଷାକର୍ମୀ ଓ ମାଓବାଦୀଙ୍କ ମଧ୍ୟରେ ଗୁଳି ବିନିମୟ । ଏନକାଉଣ୍ଟର ବେଳେ ଜଣେ ସୁରକ୍ଷାକର୍ମୀ ସହିଦ ହୋଇଥିବା ସୂଚନା । ମାଲକାନଗିରି ଜିଲ୍ଲା ସୀମାନ୍ତ ଛତିଶଗଡ଼ ନାରାୟଣପୁର ଜିଲ୍ଲା ଛତିଶଗଡ଼ ଅବୁଝମାଡ଼ ଜଙ୍ଗଲରେ ବଡ଼ ମାଓ ଦମନ ଅପରେସନ୍ । ସୁରକ୍ଷାବାହିନୀକୁ ବଡ଼ ସଫଳତା । ମାଓବାଦୀଙ୍କ ଠାରୁ ଏକାଧିକ ବନ୍ଧୁକ ସହିତ ବିସ୍ଫୋରକ ଜବତ ହୋଇଛି ।
ଶେଷ ସୂତ୍ରରୁ ଖବର ପାଇ ଅବୁଝମାଡ଼ ଜଙ୍ଗଲରେ ସୁରକ୍ଷାକର୍ମୀମାନେ ଚଢ଼ାଉ କରିଛନ୍ତି । ମାଓ କ୍ୟାମ୍ପକୁ ପୁରା ଆମ୍ବୁସ ବିଛାଇଥିଲେ ସୁରକ୍ଷାକର୍ମୀ । ଯବାନଙ୍କ ଗୁଳିରେ ୩୦ ମାଓବାଦୀ ନିପାତ ହୋଇଛନ୍ତି । ଏନକାଉଣ୍ଟରରେ ଟପ୍ ମାଓ ନେତାଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି । ମାଓ ନେତା ବାସବରାଜ ନିହତ ହୋଇଥିବା ଖବର ମିଳିଛି । ସେଣ୍ଟ୍ରାଲ କମିଟିର ମୁଖ୍ୟ ଥିଲା ବାସବରାଜ । ତାଙ୍କ ଉପରେ ୧.୫୦ କୋଟି ଟଙ୍କାର ପୁରସ୍କାର ରାଶି ଘୋଷଣା ହୋଇଥିଲା ।
ଏନକାଉଣ୍ଟର : ୩୦ ମାଓବାଦୀ ନିପାତ
Facebook
Twitter
LinkedIn
Facebook
Twitter
LinkedIn
Recent News
୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା
ଭୁବନେଶ୍ୱର : ୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା । ସତର୍କ ରହିବାକୁ କହିଛି ଆଂଚଳିକ ପାଣିପାଗ କେନ୍ଦ୍ର । ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ...
ତ୍ରିଶୂଳୀ ନଦୀକୁ ଖସିପଡିଲା ବସ
କାଠମାଣ୍ଡୁ : ନେପାଳରେ ଭୟଙ୍କର ସଡ଼କ ଦୁର୍ଘଟଣା । ରାଜଧାନୀଠାରୁ ପ୍ରାୟ ୯୦ କିଲୋମିଟର ଦୂରରେ ଏକ ବଡ଼ ଧରଣର ବସ୍ ଦୁର୍ଘଟଣା ଘଟିଛି । ନେପାଳର...
ଲାଲକିଲ୍ଲା ଓ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡାଇବାକୁ ଧମକ
ନୂଆଦିଲ୍ଲୀ : ଲାଲ କିଲ୍ଲା ଏବଂ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡ଼ାଇବାକୁ ଧମକ ମିଳିଛି । ଦିଲ୍ଲୀ ପୋଲିସ ଏହାକୁ ନେଇ ଯାଞ୍ଚ ଆରମ୍ଭ କରିଛି ।...
କନ୍ଧମାଳରେ ୩୦ ନକ୍ସଲ ସକ୍ରିୟ : ସଞ୍ଜୀବ ପଣ୍ଡା
କନ୍ଧମାଳ : କନ୍ଧମାଳରେ ଆଉ ପ୍ରାୟ ୩୦ ନକ୍ସଲ ସକ୍ରିୟ ରହିଛନ୍ତି । ପ୍ରେସମିଟରେ ସୂଚନା ଦେଲେ ଏଡିଜି ସଞ୍ଜୀବ ପଣ୍ଡା । ରାଇକିଆ , ଦାରିଙ୍ଗବାଡି,...











