The Ultimate Managed Hosting Platform
ADVERTISEMENT

ଏପ୍ରିଲ ୨୪ରେ ମିଳିବ ଷଷ୍ଠ ପର୍ଯ୍ୟାୟ ସୁଭଦ୍ରା ଟଙ୍କା

Facebook
Twitter
LinkedIn

ଭୁବନେଶ୍ୱର : ଏପ୍ରିଲ ୨୪ରେ ମିଳିବ ସୁଭଦ୍ରା ଟଙ୍କା । ସୂଚନା ଦେଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା । ପଞ୍ଚାୟତରାଜ ଦିବସରେ ପୁରୀ ଠାରେ ଟଙ୍କା ଦିଆଯିବ । ୧ ଲକ୍ଷ ୭୦ ହଜାର ମହିଳା ଏକାଥରେ ଦୁଇ କିସ୍ତି ପାଇବେ । ମାର୍ଚ୍ଚ ୩୧ ଯାଏଁ ଆବେଦନ କରିଥିବା ମହିଳା ପାଇବେ ଟଙ୍କା । ପ୍ରଭାତୀଙ୍କ ଏହି ଘୋଷଣା ପରେ ଏବେ ପୁଣି ଥରେ ସୁଭଦ୍ରା ଆବେଦନକାରୀଙ୍କ ମଧ୍ୟରେ ଖୁସିର ଲହରୀ ଖେଳିଯାଇଛି । ମାର୍ଚ୍ଚରେ ରାଜ୍ୟରେ ଅନେକ ମହିଳାଙ୍କୁ ସୁଭଦ୍ରା ଟଙ୍କା ମିଳିଥିଲା । ହେଲେ ଅନେକଙ୍କ କୌଣସି କାରଣ ବଶତଃ ଆକାଉଣ୍ଟକୁ ଟଙ୍କା ଆସିନଥିଲା । କିନ୍ତୁ ସେମାନେ ଏବେ ଆଦୌ ବ୍ୟସ୍ତ ହେବାର ଆବଶ୍ୟକତା ନାହିଁ । କାରଣ ପୁଣି ଥରେ ଏହି ମାସରେ ସୁଭଦ୍ରା ଟଙ୍କା ଆକାଉଣ୍ଟକୁ ଆସିବାକୁ ଯାଉଛି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

“ଆମ ଶାସନ” ଶୁଭାରମ୍ଭ , ମୁଖ୍ୟମନ୍ତ୍ରୀ କଲେ ଶୁଭାରମ୍ଭ

ଓଡିଆ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଅନ୍ୟନ୍ତ ନିନ୍ଦନୀୟ ; ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ପଶ୍ଚିମବଙ୍ଗରେ ଓଡିଆ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣାରେ ମୁଖ୍ୟମନ୍ତ୍ରୀଙ୍କ ଉଦବେଗ । ଏହା ଅତ୍ୟନ୍ତ ନିନ୍ଦନୀୟ ଓ ପୀଡା ଦାୟକ, ମୁଁ ଗଭୀର ଭାବରେ ମର୍ମାହତ...

ବିଜେଡିକୁ ଶକ୍ତ ଝଟକା ; ପଦ୍ମ ଧରିଲେ ଜୟ ଢୋଲକିଆ

ବିଜେଡିକୁ ଶକ୍ତ ଝଟକା ; ପଦ୍ମ ଧରିଲେ ଜୟ ଢୋଲକିଆ

ଭୁବନେଶ୍ୱର : ବିଜେପିରେ ମିଶିଲେ ଜୟ ଢୋଲକିଆ । ସ୍ୱର୍ଗତ ବିଜେଡି ବିଧାୟକ ରାଜେନ୍ଦ୍ର ଢୋଲକିଆଙ୍କ ପୁଅ ଜୟ । ନୂଆପଡା ଉପନିର୍ବାଚନରେ ବିଜେପି ପ୍ରାର୍ଥୀ ହେବା...

ADVERTISEMENT
ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା ; ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା

ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା ; ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା

ଜଳେଶ୍ୱର : ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା । ମେଡିକାଲ କର୍ତ୍ତୁପକ୍ଷଙ୍କ ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା । ମୋତେ ଘଟଣାକୁ ନେଇ କେହି...

Login