ଭୁବନେଶ୍ବର: ଏଥର ଜୁଲାଇ ନୁହେଁ, ଚଳିତମାସ ଶେଷ ସୁଦ୍ଧା ପ୍ରକାଶ ପାଇ ପାରେ ମାଟ୍ରିକ ପରୀକ୍ଷା ଫଳ । ସୁରୁଖୁରୁରେ ସରିଛି ମାଟ୍ରିକ ପରୀକ୍ଷା । ଆସନ୍ତା ସୋମବାରରୁ ଆରମ୍ଭ ହେବ ଖାତାଦେଖା । ୧୩ ଦିନ ଭିତରେ ସରିବ ଖାତା ଦେଖା । ପରୀକ୍ଷା ଫଳ ବାହାରିବା ପରେ ଜୁନ୍ ଦ୍ବିତୀୟ ସପ୍ତାହରୁ ଏକାଦଶ କ୍ଲାସ ଆରମ୍ଭ ହେବାର ସମ୍ଭାବନା ରହିଛି । ଏପ୍ରିଲ ୩ରୁ ଆରମ୍ଭ ହୋଇ ଏପ୍ରିଲ ୧୫ ସୁଦ୍ଧା ସରିବ ମାଟ୍ରିକ … Continue reading ଏପ୍ରିଲ ୩ରୁ ମାଟ୍ରିକ ଖାତାଦେଖା
Copy and paste this URL into your WordPress site to embed
Copy and paste this code into your site to embed