The Ultimate Managed Hosting Platform
ADVERTISEMENT

ଏଫଏମ କଲେଜର ନିଲମ୍ବିତ ପ୍ରିନସିପାଲ ଗିରଫ

Facebook
Twitter
LinkedIn

ବାଲେଶ୍ୱର : ବାଲେଶ୍ବର ଏଫଏମ କଲେଜ ଛାତ୍ରୀଙ୍କ ଆତ୍ମାହୁତି ଉଦ୍ୟମ ଘଟଣାରେ ଗିରଫ ହେଲେ କଲେଜ ନିଲମ୍ବିତ ପ୍ରିନସିପାଲ ଗିରଫ । ନିଲମ୍ବିତ ପ୍ରିନସିପାଲ ଦିଲ୍ଲୀପ ଘୋଷଙ୍କୁ ଗିରଫ କରାଯାଇଛି । ଦିଲ୍ଲୀପ ଘୋଷଙ୍କୁ ଗିରଫ କରିଛି ସହଦେବଖୁଣ୍ଟା ପୋଲିସ । ଦିଲ୍ଲୀପ ଘୋଷଙ୍କୁ ଗିରଫ କରିବା ପାଇଁ ଦାବି କରି ଆସୁଥିଲେ ପୀଡିତା ଛାତ୍ରୀଙ୍କ ପରିବାର । ସେପଟେ ଛାତ୍ରୀ ଆତ୍ମହତ୍ୟା ଉଦ୍ୟମ ଘଟଣାକୁ ଦୁର୍ଭାଗ୍ୟଜନକ କହିଛନ୍ତି, ଫକୀରମୋହନ ବିଶ୍ବବିଦ୍ୟାଳୟ କୁଳପତି ସନ୍ତୋଷ ତ୍ରିପାଠୀ । ସେ କହିଛନ୍ତି ଲାଗୁଛି ଯେ ପ୍ରଶାସନିକ ତଦନ୍ତରେ ବିଳମ୍ବ ହେଲା । ସେଥିପଇଁ ଏମିତି ଏକ ଅଘଟଣ ଘଟିଲା । କଲେଜ ଅଧ୍ୟକ୍ଷ ତୁରନ୍ତ ପଦକ୍ଷେପ ନେବାର ଆବଶ୍ୟକତା ଥିଲା ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଘର ଭିତରେ ରକ୍ତାକ୍ତ ମୃତଦେହ

ପରକୀୟା ପ୍ରୀତି ସନେ୍ଦହରେ ସ୍ତ୍ରୀକୁ ପିଟି ପିଟି ଜୀବନ ନେଲା ସ୍ୱାମୀ

ପାଲଲହଡା : ପରକୀୟା ପ୍ରୀତି ହେଲା କାଳ । ପରକୀୟା ପ୍ରୀତି ସନେ୍ଦହରେ ସ୍ତ୍ରୀକୁ ପିଟି ପିଟି ଜୀବନ ନେଲା ସ୍ୱାମୀ । ଖମାର ଥାନା ସିଆରିମାଳିଆ...

ADVERTISEMENT
ଦୁର୍ଘଟଣାରେ ୩ ବାଇକ ଆରୋହୀ ମୃତ

ଦୁର୍ଘଟଣା ; ଚାଲିଗଲା ଗୋଟିଏ ପରିବାରର ୬ ଜଣଙ୍କ ଜୀବନ

ଉତ୍ତରପ୍ରଦେଶ ; ଉତ୍ତରପ୍ରଦେଶର ମୋରାଦାବାଦରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ଯେଉଁଥିରେ ଗୋଟିଏ ପରିବାରର ୬ ସଦସ୍ୟଙ୍କର ମୃତ୍ୟୁ ଘଟିଛି । ଏକ ଦ୍ରୁତଗାମୀ...

ଯୁବପିଢୀଙ୍କ କ୍ଷେତ୍ରରେ କାହିଁକି ବଢୁଛି ଆତ୍ମହତ୍ୟା ?

କନଷ୍ଟେବଳଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ରାଉରକେଲା : ଝୁଲନ୍ତା ଅବସ୍ଥାରେ କନଷ୍ଟେବଳଙ୍କ ମୃତଦେହ ଉଦ୍ଧାର । ଉଦିତନଗର ଥାନା ବାସନ୍ତୀ କଲୋନୀ ବାସଭବନରୁ ଉଦ୍ଧାର । କେଉଁ ପରିସ୍ଥିତିରେ ପୋଲିସ କର୍ମଚାରୀ ଏଭଳି...

Login