ବାଲେଶ୍ୱର : ଏଫଏମ କଲେଜ ଛାତ୍ରୀ ମୃତ୍ୟୁ ଘଟଣାରେ ମିଳିଛି ବଡ ସୁରାକ । ଏହି ଘଟଣାରେ କ୍ରାଇମବ୍ରାଞ୍ଚ ତନାଘନା । ଯେଉଁ ପ୍ରଶ୍ନ ଉଠିଥିଲା ଯେ କଲେଜ କ୍ୟାମ୍ପସ ଭିତରକୁ ପେଟ୍ରୋଲ ଆଣିଥିଲା କିଏ । ଛାତ୍ରୀ ଜଣକ ନିଜେ ଆଣିଥିଲେ ନା ଆଉ କିଏ । ଦିଆସିଲ କିଏ ମାରିଥିଲା । ଏସବୁ ସବୁ ପ୍ରଶ୍ନ ଏକ ଦିଗ ଆଡକୁ ତଦନ୍ତ ନିଦେ୍ର୍ଦଶ କରୁଛି ।
ଗତ ୧୨ ତାରିଖରେ ଜୀବନ ହାରିଥିବା ଉଦ୍ୟମ କରିଥିବା ଛାତ୍ରୀ ଜଣକ କଲେଜ ଅଧ୍ୟକ୍ଷଙ୍କୁ ସାକ୍ଷାତ କରିଥିଲେ । ଏହାପରେ ଅଧ୍ୟକ୍ଷଙ୍କ ପ୍ରକୋଷ୍ଠରୁ ବାହାରି ନିଜ ଦେହରେ ପେଟ୍ରୋଲ ଢାଳି ନିଆଁ ଲଗାଇ ଦେଇଥିଲେ। ତେବେ ପ୍ରକୋଷ୍ଠରେ କଣ ଘଟିଥିଲା । ପ୍ରିନ୍ସପାଲଙ୍କ ସହ ମିଟିଂ ପୂର୍ବରୁ ନା ପରେ ଆସିଥିଲା ପେଟ୍ରୋଲ । ସେନେଇ ତନାଘନା ଜାରି ରହିଛି।
ତାରିଣୀ ପେଟ୍ରୋଲ ପମ୍ପର ମ୍ୟାନେଜରଙ୍କ ସୂଚନା ଅନୁସାରେ ଜଣେ ଯୁବତୀ ବୋତଲରେ ପେଟ୍ରୋଲ ନେଇଥିଲେ। ସ୍କୁଟିରେ ପେଟ୍ରୋଲ ନାହିଁ ବୋଲି କହି ପେଟ୍ରୋଲ ନେଇଥିଲେ । ସେହି ପେଟ୍ରୋଲରେ କଲେଜ ଛାତ୍ରୀ ନିଆଁ ଲଗାଇଥିବା ସନ୍ଦେହ କରାଯାଉଛି । ତେବେ ସମ୍ପୃକ୍ତ ଯୁବତୀ ଜଣକ କିଏ ସେ ସମ୍ପର୍କରେ ତଦନ୍ତକାରୀ ଦଳ ଭିଡ଼ିଓ ଫୁଟେଜ ଓ ଅନ୍ୟ ତଥ୍ୟ ସଂଗ୍ରହ କରୁଥିବା ଜଣାପଡ଼ିଛି। ଫଳରେ କ୍ରାଇମବ୍ରାଞ୍ଚ ଟିମକୁ ଏକ ବଡ଼ ସୁରାକ ଲାଗିଥିବା କୁହାଯାଉଛି।
ଏଫଏମ କଲେଜ ଛାତ୍ରୀ ମୃତ୍ୟୁ ଘଟଣା : ସ୍କୁଟିରେ ପେଟ୍ରୋଲ ନାହିଁ ବୋଲି କହି ଯୁବତୀ ଜଣକ ନେଇଥିଲେ ପେଟ୍ରୋଲ , ମିଳିଲା ବଡ ସୁରାକ
Facebook
Twitter
LinkedIn
Facebook
Twitter
LinkedIn
Recent News
Valor Bet App Biggest playing feel
It is crucial to identify trustworthy aviator betting websites to experience a safe and uninterrupted gaming environment. Numerous platforms in...
Divertimento_assicurato_e_chicken_road_in_questa_sfida_a_evitare_pericoli_sulla
Divertimento assicurato e chicken road in questa sfida a evitare pericoli sulla strada virtualeLa Meccanica di Base e le Strategie...
Intrigue_certaine_et_défis_majeurs_avec_casino_spinania_pour_parieurs_audacieux
Intrigue certaine et défis majeurs avec casino spinania pour parieurs audacieuxL’Évolution des Jeux de Casino en LigneL'Impact des Nouvelles Technologies...







