ଭୁବନେଶ୍ୱର :ଏବେଠୁ ଜାାଳିଲାଣି । ଆଗକୁ କଣ ହେବ ? ଗୁଳୁଗୁଳୁରେ ଆଉଟୁ ପାଉଟୁ ହେଲେଣି ଲୋକେ । ଉପକୂଳରେ ଉପରମୁହାଁ ପାରଦ । ସ୍ବାଭାବିକ ଠାରୁ ୩ ଡିଗ୍ରୀ ପର୍ୟ୍ୟନ୍ତ ଅଧିକ ତାପମାତ୍ରା ରେକର୍ଡ । ଆସନ୍ତା ଶନିବାର ଠାରୁ ରାଜ୍ୟରେ ଅହେତୁକ ଭାବରେ ବଢିବ ତାତି । ସ୍ବାଭାବିକ ଠାରୁ ୩ ରୁ ୫ ଡିଗ୍ରୀ ପର୍ୟ୍ୟନ୍ତ ତାପମାତ୍ରା ବୃଦ୍ଧି ହେବ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ବର୍ତ୍ତମାନ ସର୍ବନିମ୍ନ ତାପମାତ୍ରା ୨ ରୁ ୩ ଡିଗ୍ରୀ ପର୍ୟ୍ୟନ୍ତ କମ୍ ରହିଥିବା ବେଳେ ଦିନରେ ଡହ ଡହ ଖରାରେ ସିଝୁଛନ୍ତି ଲୋକେ । ବିଶେଷ କରି ସମ୍ବଲପୁର, ବରଗଡ, ଝାରସୁଗୁଡା, ସୋନପୁର, ବଲାଙ୍ଗିର, ନୂଆପଡା, ଗଜପତି ଜିଲ୍ଲାରେ ପାରଦ ଉପରମୁହାଁ ହୋଇଛି । ବର୍ତ୍ତମାନ ରାଜ୍ୟରେ ପାଗ ଶୁଖିଲା ରହିବା ସହ ମେଘମୁକ୍ତ ଆକାଶ ପାଇଁ ତାତି ବୃଦ୍ଧି ପାଉଛି । ଏହାସହ ରାଜ୍ୟକୁ ସାମୁଦ୍ରିକ ପବନ ପ୍ରବାହରେ ବ୍ରେକ୍ ଲାଗିଛି । ତେବେ ତାତି ସହ ରାଜ୍ୟର କିଛି ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର କୁହୁଡି ଅନୁଭୁତ ନେଇ ସତର୍କ କରାଇଛି ପାଣିପାଗ କେନ୍ଦ୍ର ।
ଏବେଠୁ ତାତିଲାଣି ଆଗକୁ ଜଳିବ, ଗୁଳୁଗୁଳିରେ ଆଉଟୁପାଉଟୁ ଲୋକେ
Facebook
Twitter
LinkedIn
Facebook
Twitter
LinkedIn
Recent News
୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା
ଭୁବନେଶ୍ୱର : ୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା । ସତର୍କ ରହିବାକୁ କହିଛି ଆଂଚଳିକ ପାଣିପାଗ କେନ୍ଦ୍ର । ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ...
ତ୍ରିଶୂଳୀ ନଦୀକୁ ଖସିପଡିଲା ବସ
କାଠମାଣ୍ଡୁ : ନେପାଳରେ ଭୟଙ୍କର ସଡ଼କ ଦୁର୍ଘଟଣା । ରାଜଧାନୀଠାରୁ ପ୍ରାୟ ୯୦ କିଲୋମିଟର ଦୂରରେ ଏକ ବଡ଼ ଧରଣର ବସ୍ ଦୁର୍ଘଟଣା ଘଟିଛି । ନେପାଳର...
ଲାଲକିଲ୍ଲା ଓ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡାଇବାକୁ ଧମକ
ନୂଆଦିଲ୍ଲୀ : ଲାଲ କିଲ୍ଲା ଏବଂ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡ଼ାଇବାକୁ ଧମକ ମିଳିଛି । ଦିଲ୍ଲୀ ପୋଲିସ ଏହାକୁ ନେଇ ଯାଞ୍ଚ ଆରମ୍ଭ କରିଛି ।...
କନ୍ଧମାଳରେ ୩୦ ନକ୍ସଲ ସକ୍ରିୟ : ସଞ୍ଜୀବ ପଣ୍ଡା
କନ୍ଧମାଳ : କନ୍ଧମାଳରେ ଆଉ ପ୍ରାୟ ୩୦ ନକ୍ସଲ ସକ୍ରିୟ ରହିଛନ୍ତି । ପ୍ରେସମିଟରେ ସୂଚନା ଦେଲେ ଏଡିଜି ସଞ୍ଜୀବ ପଣ୍ଡା । ରାଇକିଆ , ଦାରିଙ୍ଗବାଡି,...











