ପୁରୀ : ଚଳିତ ମାସରେ ଶ୍ରୀମନ୍ଦିରରେ ହେବନି ଧାଡି ଦର୍ଶନ ଟ୍ରାଏଲ ରନ୍ । ଏ ନେଇ ସୂଚନା ଦେଲେ ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଶ୍ରଦ୍ଧାଳୁଙ୍କ ଭିଡକୁ ଦୃଷ୍ଟିରେ ରଖି ସରକାର ନିଷ୍ପତ୍ତି ନେଇଛନ୍ତି । ଗଙ୍ଗା ସ୍ନାନ ପଡୁଥିବାରୁ ଜାନୁଆରୀ ୨୦ ଯାଏଁ ଭିଡ ରହିବ । ଜାନୁଆରୀ ୨୦ରୁ ୨୨ ଭିତରେ ଧାଡି ଦର୍ଶନ ପୂର୍ଣ୍ଣାଙ୍ଗ ଭାବେ ଲାଗୁ ହେବ ।
Views: 39