The Ultimate Managed Hosting Platform
ADVERTISEMENT

ଏମ.ଏଲ.ଏ ଲ୍ୟାଡ ୱେବ ପୋର୍ଟାଲର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

Facebook
Twitter
LinkedIn

ଭୁବନେଶ୍ୱର : ଏମ.ଏଲ.ଏ ଲ୍ୟାଡ଼ ୱେବ ପୋର୍ଟାଲର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଏହି ପୋର୍ଟାଲ ମାଧ୍ୟମରେ ବିଧାୟକମାନେ ସେମାନଙ୍କର ନିର୍ବାଚନ ମଣ୍ଡଳୀରେ ସୁପାରିଶ କରିଥିବା ସମସ୍ତ ପ୍ରକଳ୍ପର ବାସ୍ତବ ସ୍ଥିତି ବିଷୟରେ ଅବଗତ ହୋଇପାରିବେ। ଜନସାଧାରଣଙ୍କ ପାଇଁ ଯୋଜନା ସମ୍ୱନ୍ଧୀୟ ସବିଶେଷ ତଥ୍ୟ ଏହି ପୋର୍ଟାଲରେ ଉପଲବ୍ଧ ହେବ । ଏହା ସହିତ ବିଧାନସଭା ଅଞ୍ଚଳର ଜନସାଧାରଣ ମଧ୍ୟ ସେମାନଙ୍କ ବିଧାୟକଙ୍କ ଦ୍ଵାରା ସୁପାରିଶ କରାଯାଇଥିବା ପ୍ରକଳ୍ପଗୁଡିକର ତଥ୍ୟ ଏହି ପୋର୍ଟାଲ ଜରିଆରେ ଅବଗତ ହୋଇପାରିବେ। ପ୍ରକଳ୍ପର ସୁପାରିଶଠାରୁ କାର୍ୟ୍ୟାଦେଶ ମିଳିବା ପର୍ୟ୍ୟନ୍ତ ସମୟ ଅବଧି ୩୦ ଦିନ ରଖାଯାଇଛି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT

Login