The Ultimate Managed Hosting Platform
ADVERTISEMENT

ଏମ୍ସରୁ ଡିସଚାର୍ଜ ହେବେ ଅଭିଜିତ !

Facebook
Twitter
LinkedIn

ଭୁବନେଶ୍ୱର : ସୁସ୍ଥ ହେଉଛନ୍ତି ସଙ୍ଗୀତକାର ଅଭିଜିତ ମଜୁମଦାର । ଆ,ନ୍ତା ୨-୩ ଦିନ ମଧ୍ୟରେ ଏମ୍ସରୁ ହୋଇପାରନ୍ତି ଡିସଚାର୍ଜ । ଅଭିଜିତଙ୍କୁ ଚିକିତ୍ସା କରୁଥିବା ଡାକ୍ତର ଆଶୁତୋଷ ବିଶ୍ୱାସଙ୍କ ସୂଚନା । ଦୀର୍ଘଦିନ ହେବ ଏମ୍ସରେ ଚିକିତ୍ସିତ ହୋଇଆସୁଛନ୍ତି ଅଭିଜିତ । ଉଲ୍ଲେଖଯୋଗ୍ୟ, ଅଗଷ୍ଟ ୩୧ ତାରିଖରେ କଟକ ସିଡିଏ ସ୍ଥିତ ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି ହୋଇଥିଲେ ଅଭିଜିତ । ଅନେକ ଦିନରୁ ଲିଭର ଜନିତ ରୋଗରେ ପୀଡ଼ିତ ହୋଇ ଚିକିତ୍ସିତ ହୋଇ ଆସୁଥିଲେ । ନିଜର ଦୈନନ୍ଦିନ କାମକୁ ଠିକ୍ ରୂପେ କରୁଥିବା ବେଳେ ପାର୍ବଣ ଋତୁ ଆରମ୍ଭ ହୋଇଥିବାରୁ ଗଣେଶ ପୂଜା ଏବଂ ଦଶହରାରେ ହେବାକୁ ଥିବା କାର୍ୟ୍ୟକ୍ରମ ପାଇଁ ସେ ବେଶ୍ ଉତ୍ସାହିତ ମଧ୍ୟ ଥିଲେ । ମାତ୍ର ଗତ ଗଣେଶ ପୂଜା ଦିନ ହଠାତ୍ ଅସୁସ୍ଥ ହୋଇ ପଡ଼ିବାରୁ ପରିବାର ତଥା ଆତ୍ମୀୟମାନେ ତାଙ୍କୁ ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରିଥିଲେ । ସେବେଠାରୁ ସେ କୋମାରେ ରହିଛନ୍ତି। ଏହାପରେ ଗତ ସେପ୍ଟେମ୍ବର ୪ ତାରିଖରେ ଅଭିଜିତ ମଜୁମଦାରଙ୍କୁ ଭୁବନେଶ୍ବର ଏମ୍ସକୁ ଅଣାଯାଇଥିଲା। ସେଠାରେ ତାଙ୍କର ନିରନ୍ତର ଚିକିତ୍ସା ଚାଲିଛି।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT

Login