The Ultimate Managed Hosting Platform
ADVERTISEMENT

ଏସସିବିରୁ ସୁସ୍ଥ ହୋଇ ଘରକୁ ଫେରିଲେ ଏଫଏମ କଲେଜ ଛାତ୍ର ଜ୍ୟୋତି ପ୍ରକାଶ

Facebook
Twitter
LinkedIn

କଟକ : ଡିସଚାର୍ଜ ହେଲେ ଏଫଏମ କଲେଜ ଛାତ୍ର ଜ୍ୟୋତି ପ୍ରକାଶ । ଜୁଲାଇ ୧୨ ତାରିଖରେ ଏଫ୍ଏମ୍ କଲେଜରେ ଛାତ୍ରୀ ଆତ୍ମହୂତି ଦେବା ବେଳେ ଉଦ୍ଧାର କରିବାକୁ ଯାଇ ଜ୍ୟୋତି ଗୁରୁତର ଆହତ ହୋଇଥିଲେ । ଆଜି ସେ ଡିସଚାର୍ଜ ହୋଇଥିବା ନେଇ ସୂଚନା ରହିଛି । ଏଫ୍ଏମ୍ କଲେଜରେ ଛାତ୍ରୀ ଆତ୍ମହୂତି ଦେବା ବେଳେ ସେହି ଅଘଟଣରେ ତାଙ୍କ ଶରୀରର କିଛି ଅଂଶ ପୋଡ଼ି ଯାଇଥିଲା । ଏହା ପରେ ତାଙ୍କୁ ଗୁରୁତର ଅବସ୍ଥାରେ ଏସ୍ସିବି ମେଡିକାଲକୁ ସ୍ଥାନାନ୍ତର କରାଯାଇଥିଲା । ଏସ୍ସିବିରେ ଦୀର୍ଘ ୧୬ ଦିନ ଚିକିତ୍ସା ହେବା ପରେ ସୁସ୍ଥ ହୋଇ ବାପା ମାଆଙ୍କ ସହ ଘରକୁ ଫେରୁଥିବା କହିଛନ୍ତି ଜ୍ୟୋତି ପ୍ରକାଶ । ଏସ୍ସିବି ମେଡିକାଲରେ ସବୁ ପ୍ରକାର ସହଯୋଗ ମିଳିଥିବା କହିଛନ୍ତି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ମୁକ୍ତ ହେବେ ୨ ହଜାର ପାଲେଷ୍ଟାଇନ , ଇସ୍ରାଏଲ ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ସୂଚନା

ମୁକ୍ତ ହେବେ ୨ ହଜାର ପାଲେଷ୍ଟାଇନ , ଇସ୍ରାଏଲ ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ସୂଚନା

ନୂଆଦିଲ୍ଲୀ : ଗାଜାରେ ଯୁଦ୍ଧବିରତି ଚୁକ୍ତିକୁ ଇସ୍ରାଏଲ କ୍ୟାବିନେଟର ମଞ୍ଜୁରୀ । ବନ୍ଦୀ ହୋଇ ରହିଥିବା ସମସ୍ତ ବ୍ୟକ୍ତିଙ୍କୁ ମୁକ୍ତ କରିବାକୁ ଅନୁମୋଦନ । ୭୨ ଘଣ୍ଟା...

ADVERTISEMENT
ଆସନ୍ତା କାଲିଠାରୁ ରାଜ୍ୟରେ ବର୍ଷା ସମ୍ଭାବନା; ପାଣିପାଗ ବିଭାଗ

ପୁଣି ଦାନା ବାନ୍ଧୁଛି ଆଉ ଏକ ଘୂର୍ଣ୍ଣିବଳୟ , ୧୨ ଯାଏଁ ବର୍ଷା ଜାରି

ଭୁବନେଶ୍ୱର : ଦାନା ବାନ୍ଧୁଛି ଆଉ ଏକ ଘୂର୍ଣ୍ଣିବଳୟ । ଆଜି ଉତ୍ତର-ବଙ୍ଗୋପସାଗର ଅଞ୍ଚଳରେ ଆଉ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ସମ୍ଭାବନା । ସୃଷ୍ଟ ଘୂର୍ଣ୍ଣିବଳୟ ବିଶେଷ...

ପାକିସ୍ତାନରେ ଇଣ୍ଟରନେଟ ବନ୍ଦ ; ଟିଏଲପି ବିକ୍ଷୋଭ ନେଇ ବନ୍ଦ

ପାକିସ୍ତାନରେ ଇଣ୍ଟରନେଟ ବନ୍ଦ ; ଟିଏଲପି ବିକ୍ଷୋଭ ନେଇ ବନ୍ଦ

ଇସଲାମବାଦ : ପାକିସ୍ତାନରେ 3G/4G ଇଣ୍ଟରନେଟ ସେବା ବନ୍ଦ । ଇସଲାମବାଦ ଓ ରାୱଲପିଣ୍ଡିରେ ଇଣ୍ଟରନେଟ ବନ୍ଦ । ପାକିସ୍ତାନ ଆଭ୍ୟନ୍ତରୀଣ ବ୍ୟାପାର ମନ୍ତ୍ରାଳୟ ପକ୍ଷରୁ ନିଷ୍ପତ୍ତି...

Login