The Ultimate Managed Hosting Platform
ADVERTISEMENT

ଏସସିବିରେ ଚିକିତ୍ସାଧୀନ ବନ୍ଦୀଙ୍କ ମୃତ୍ୟୁ

Facebook
Twitter
LinkedIn

କେନ୍ଦୁଝର : ବିଚାରାଧୀନ ବନ୍ଦୀଙ୍କ ଆତ୍ମହତ୍ୟା ଉଦ୍ୟମ ଘଟଣା । ଏସସିବିରେ ଚିକିତ୍ସାଧୀନ ଅବସ୍ଥାରେ ବିଚାରାଧୀନ ବନ୍ଦୀଙ୍କ ମୃତ୍ୟୁ । ମୃତ୍ୟୁ ନେଇ ଜେଲ କର୍ତ୍ତୁପକ୍ଷଙ୍କ ପକ୍ଷରୁ ସୂଚନା । ଗତକାଲି ଜେଲରେ ଫାଶି ଲଗାଇ ଆତ୍ମହତ୍ୟା ଉଦ୍ୟମ କରିଥିଲେ । ଗୁରୁତର ଅବସ୍ଥାରେ କଟକ ଏସସିବିକୁ ସ୍ଥାନାନ୍ତର କରାଯାଇଥିଲା । ତାଙ୍କ ନାଁ ଅଜୟ ଦାସ ଓ ତାଙ୍କ ଘର ସଦର ଥାନା ବୋଧବାହାଳି ଗାଁରେ । ନାବାଳିକା ଅସଦାଚରଣ ମାମଲାରେ ଗିରଫ ହୋଇ ଗତ ୧୧ମାସ ହେଲା କେନ୍ଦୁଝର ଜେଲରେ ବିଚାରାଧୀନ ବନ୍ଦୀ ଭାବେ ଥିଲେ । ଗତକାଲି ଆତ୍ମହତ୍ୟା ଉଦ୍ୟମ କରିଥିଲେ । ସେଠାରୁ ତାଙ୍କୁ ଜେଲ ୱାର୍ଡର ଗୁରୁତର ଅବସ୍ଥାରେ କେନ୍ଦୁଝର ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା । ତାଙ୍କ ଅବସ୍ଥା ଗୁରୁତର ହେବାରୁ ତାଙ୍କୁ କଟକ ବଡ଼ ଡାକ୍ତରଖାନାକୁ ସ୍ଥାନାନ୍ତରିତ କରାଯାଇଥିଲା । ସେଠାରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ହୋଇଛି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT
ମେ’ ୧୦ ରେ ଝାରସୁଗୁଡା ଉପନିର୍ବାଚନ

ନୂଆପଡା ଉପନିର୍ବାଚନ ବିଜ୍ଞପ୍ତି ; ଉପନିର୍ବାଚନରେ ବ୍ୟବହାର ହେବ ହେଲିକପ୍ଟର

ନୂଆପଡା : ନୂଆପଡା ଉପନିର୍ବାଚନ ପାଇଁ ପ୍ରକାଶ ପାଇଲା ବିଜ୍ଞପ୍ତି । ଆଜିଠୁ ନାମାଙ୍କର , ୨୦ ତାରିଖ ନାମାଙ୍କନ ଦାଖଲର ଶେଷ ଦିନ । ୨୨...

Login