The Ultimate Managed Hosting Platform
ADVERTISEMENT

ଏସସିବିରେ ମହିଳା ରୋଗୀଙ୍କୁ ଡାକ୍ତରଙ୍କ ଅସଦାଚରଣ ଅଭିଯୋଗ

Facebook
Twitter
LinkedIn

କଟକ: ଏସସିବିରେ ଲଜ୍ଜା। ଏସସିବିରେ ମହିଳା ରୋଗୀଙ୍କୁ ଡାକ୍ତରଙ୍କ ଅସଦାଚରଣ ଅଭିଯୋଗ । ଇସିଜି କରିବା ବାହାନାରେ ଦୁଷ୍କର୍ମ ଅଭିଯୋଗ ହୋଇଛି । କାର୍ଡିଓଲୋଜି ବିଭାଗର ଜଣେ ଡାକ୍ତରଙ୍କ ନାଁରେ ଆସିଛି ଏଭଳି ସଂଗୀନ ଅଭିଯୋଗ । ଏ ନେଇ ପରିବାର ଲୋକ ମଙ୍ଗଳାବାଗ ଥାନାରେ ଅଭିଯୋଗ କରିଛନ୍ତି । ପୋଲିସ ମାମଲା ରୁଜୁ କରି ପୀଡିତାଙ୍କ ବୟାନ ରେକର୍ଡ କରି ତଦନ୍ତ ଜାରି ରଖିଛି । ଡାକ୍ତରଙ୍କ ପରିବାର ଲୋକ ମଧ୍ୟ ପ୍ରତି ଅଭିଯୋଗ କରିଥିବା ଜଣାପଡିଛି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଭୁବନେଶ୍ୱର ବିମାନ ବନ୍ଦରରେ ପହଁଚିଲେ ପ୍ରଧାନମନ୍ତ୍ରୀ ମୋଦି

ଭୁବନେଶ୍ୱର ବିମାନ ବନ୍ଦରରେ ପହଁଚିଲେ ପ୍ରଧାନମନ୍ତ୍ରୀ ମୋଦି

ଭୁବନେଶ୍ୱର : ଭୁବନେଶ୍ୱର ବିମାନବନ୍ଦରରେ ପହଂଚିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ବାୟୁସେନାର ସ୍ୱତନ୍ତ୍ର ବିମାନରେ ଆସି ପହଁଚିଲେ । ପାରମ୍ପରିକ ନୃତ୍ୟ ମାଧ୍ୟମରେ ସ୍ୱାଗତ କରାଯାଇଛି...

ADVERTISEMENT
ତୀବ୍ର ହେଉଛି ଇସ୍ରାଏଲ – ଇରାନ ଯୁଦ୍ଧ ; ଇସ୍ରାଏଲର ବୈଜ୍ଞାନିକ ଗବେଷଣା କେନ୍ଦ୍ର ନଷ୍ଟ କଲା ଇରାନ

ତୀବ୍ର ହେଉଛି ଇସ୍ରାଏଲ – ଇରାନ ଯୁଦ୍ଧ ; ଇସ୍ରାଏଲର ବୈଜ୍ଞାନିକ ଗବେଷଣା କେନ୍ଦ୍ର ନଷ୍ଟ କଲା ଇରାନ

ନୂଆଦିଲ୍ଲୀ : ଦିନକୁ ଦିନ ତୀବ୍ର ହେଉଛି ମଧ୍ୟପ୍ରାଚ୍ୟ ଯୁଦ୍ଧ । ଇସ୍ରାଏଲ-ଇରାନ ମଧ୍ୟରେ ଆକ୍ରମଣ-ପ୍ରତିଆକ୍ରମଣ ବୃଦ୍ଧି ପାଉଛି । ୮ ଦିନ ଧରି ଲଗାତାର ହେଉଛି...

Login