The Ultimate Managed Hosting Platform
ADVERTISEMENT

ଏସିଆ କପ : ଆଜି ଭାରତ-ଶ୍ରୀଲଙ୍କା ମୁକାବିଲା

Facebook
Twitter
LinkedIn

କଲମ୍ବୋ: ଏସିଆ କପ ସୁପର ଫୋର ଫାଇଟ୍ । ଆଜି ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ଖେଳାଯିବ ମ୍ୟାଚ୍ । କଲମ୍ବୋର ପ୍ରେମଦାସା ଷ୍ଟାଡିୟମରେ ଦିନ ୩ଟାରେ ଖେଳାଯିବ ମ୍ୟାଚ୍ । ବିଜୟ ଧାରା ବଜାୟ ରଖିବାକୁ ରଣନୀତି ପ୍ରସ୍ତୁତ କରିଛି ଟିମ୍ ଇଣ୍ଡିଆ । ଗତକାଲି ଭାରତ-ପାକ ମ୍ୟାଚରେ ଭାରତ ବିଜୟୀ ହୋଇଥିଲା । ପାକିସ୍ତାନକୁ ୨୨୮ ରନର ବଡ଼ ବ୍ୟବଧାନରେ ହରାଇଥିଲା ଭାରତ । ବିରାଟ କୋହଲି ଓ କେ.ଏଲ ରାହୁଲ ଖେଳିଥିଲେ ଚମତ୍କାର ଇନିଂସ । ଉଭୟ ଦମଦାର ଶତକ ହାସଲ କରିଥିଲେ । ସେହିପରି ବୋଲିଂରେ ମଧ୍ୟ ଟିମ୍ ଇଣ୍ଡିଆ ଭଲ ପ୍ରଦର୍ଶନ କରିଥିଲା । ତେଣୁ ମ୍ୟାଚ ଜିତିବାକୁ ଚେଷ୍ଟା କରିବ ଭାରତ । ଆଜିର ମ୍ୟାଚ୍ ଜିତିଲେ ଭାରତର ଫାଇନାଲ୍ ଖେଳିବା ଏକପ୍ରକାର ସ୍ପଷ୍ଟ ହୋଇଯିବ । ସେହିପରି ଶ୍ରୀଲଙ୍କା ମଧ୍ୟ ମୁକାବିଲା କରିବାକୁ ପୂରା ପ୍ରସ୍ତୁତ ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT
ମମତାଙ୍କୁ ପ୍ରଭାତୀଙ୍କ ଟାର୍ଗେଟ

ମମତାଙ୍କୁ ପ୍ରଭାତୀଙ୍କ ଟାର୍ଗେଟ

ଭୁବନେଶ୍ୱର : ମମତା ବାନାର୍ଜୀଙ୍କୁ କଡା କାଉଣ୍ଟପ କଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା । ଝିଅମାନେ ରାତିରେ ବାହାରକୁ ଯିବା ଉଚିତ ନୁହେଁ ମମତାଙ୍କ ମନ୍ତବ୍ୟକୁ ସମାଲୋଚନା...

Login