The Ultimate Managed Hosting Platform
ADVERTISEMENT

ଏହି ମାସରେ ବହୁତ କିଛି ହେବ ; ତୋମାର

Facebook
Twitter
LinkedIn

ଭୁବନେଶ୍ୱର : ବିଜେପି ରାଜ୍ୟ ପ୍ରଭାରୀ ବିଜୟ ପାଲ ସିଂ ତୋମାରଙ୍କ ସୂଚନା । ଏହି ମାସରେ ବହୁତ କିଛି ହେବାକୁ ଯାଉଛି କହିଲେ । ଆସନ୍ତା ୨୭ ତାରିଖରେ ପ୍ରଧାନମନ୍ତ୍ରୀ ଓଡିଶା ଗସ୍ତରେ ଆସୁଛନ୍ତି । ଯେତେବେଳେ ମୋଦି ଓଡିଶା ଗସ୍ତରେ ଆସନ୍ତି କିଛି ଦେଇକରି ଯାଇଥାନ୍ତି । ପ୍ରଧାନମନ୍ତ୍ରୀଙ୍କ ଫୋକସରେ ସବୁବେଳେ ଯୁବ ବର୍ଗ, ଏହା ତାଙ୍କର ପ୍ରାଥମିକତା । ଏଥିପାଇଁ ପ୍ରଧାନମନ୍ତ୍ରୀଙ୍କୁ ଧନ୍ୟବାଦ। ପ୍ରଧାନମନ୍ତ୍ରୀଙ୍କର ସବୁ ସମୟରେ ଫୋକସରେ ଥାଏ ଓଡ଼ିଶା। ଦେଶର ଅନ୍ୟ ରାଜ୍ୟ ତୁଳନାରେ ଓଡିଶାକୁ ଏକ ବର୍ଷରେ ସାତ ଥର ଗସ୍ତ କରିଛନ୍ତି। ପ୍ରଧାନମନ୍ତ୍ରୀଙ୍କ ଫୋକସରେ ସବୁବେଳେ ଯୁବ ବର୍ଗ। ଏହା ତାଙ୍କର ପ୍ରାଥମିକତା।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଟ୍ରମ୍ପଙ୍କୁ ମିଳିଲାନି ନୋବେଲ, ମାରିଆଙ୍କୁ ମିଳିଲା ଶାନ୍ତି ନୋବେଲ

ଟ୍ରମ୍ପଙ୍କୁ ମିଳିଲାନି ନୋବେଲ, ମାରିଆଙ୍କୁ ମିଳିଲା ଶାନ୍ତି ନୋବେଲ

ନୂଆଦିଲ୍ଲୀ : ଘୋଷଣା ହେଲା ନୋବେଲ ଶାନ୍ତି ପୁରସ୍କାର । ଭେନେଜୁଏରାଲ ମାରିଆ କୋରିନାଙ୍କୁ ନୋବେଲ ଶାନ୍ତି ପୁରସ୍କାରା ଭେନେଜୁଏଲାରେ ଗଣତନ୍ତ୍ର ପ୍ରତିଷ୍ଠାରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ପାଇଁ...

ADVERTISEMENT

Login