The Ultimate Managed Hosting Platform
ADVERTISEMENT

ଏୟାର ଇଣ୍ଡିଆ ବିମାନରେ ପୁଣି ଯାନ୍ତ୍ରିକ ତ୍ରୁଟି, ରନୱେରୁ ଫେରିଗଲା ବିମାନ

Facebook
Twitter
LinkedIn

ନୂଆଦିଲ୍ଲୀ : ଇନ୍ଦୋରରୁ ଭୁବନେଶ୍ବର ଆସୁଥିବା ଇଣ୍ଡିଗୋ ବିମାନରେ ଯାନ୍ତ୍ରିକ ତ୍ରୁଟି । ରନୱେରୁ ଫେରିଲା ବିମାନ । ବିମାନରେ ଥିଲେ ୧୪୦ ଯାତ୍ରୀ । ବିମାନରେ ଯାନ୍ତ୍ରିକ ତ୍ରୁଟି ଥିବା ବିଷୟରେ ଜଣାପଡିବା ପରେ ପାଇଲଟ ରନୱେରୁ ଟର୍ମିନାଲକୁ ଫେରାଇଥିଲେ । ଇନ୍ଦୋରର ଅହଲ୍ୟାବାଇ ହୋଲକର ଏୟାରପୋର୍ଟରେ ଏହି ଘଟଣା ଦେଖିବାକୁ ମିଳିଥିଲା । ଏୟାରପୋର୍ଟର ନିର୍ଦ୍ଦେଶକ ବିପିନକାନ୍ତ ସେଠ କହିଛନ୍ତି, ଇଣ୍ଡିଗୋ 6E 6332 ରେ ଯାନ୍ତ୍ରିକ ତ୍ରୁଟି ବିଷୟର ପାଇଲଟ ଜାଣିବାକୁ ପାଇଥିଲେ । ବିମାନ ଉଡ଼ାଣ ଭରିବା ପାଇଁ ରନୱେକୁ ଯାଉଥିବା ବେଳେ ଯାନ୍ତ୍ରିକ ତ୍ରୁଟି ଯୋଗୁଁ ଟର୍ମିନାଲକୁ ଫେରାଇ ଅଣାଯାଇଥିଲା । ବିମାନକୁ ତନଖି କରାଯାଇଥିବା ବେଳେ ବିମାନକୁ ଗନ୍ତବ୍ୟ ସ୍ଥଳକୁ ପଠାଯାଇଥିଲା ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

୩ଟି ପ୍ରସ୍ତାବ ଉପରେ କ୍ୟାବିନେଟ ମୋହର

କ୍ୟାବିନେଟ ବୈଠକରେ ବଡ ଘୋଷଣା , ୭ଟି ପ୍ରସ୍ତାବ ପାରିତ

ଭୁବନେଶ୍ୱର : ଲୋକସଭା ଭବନରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ଅଧ୍ୟକ୍ଷତାରେ ସରିଲା ବୈଠକ । ଛଅଟି ବିଭାଗର ୭ଟି ପ୍ରସ୍ତାବରେ ବାଜିଲା କ୍ୟାବିନେଟ୍ ମୋହର । ସମବାୟ...

ADVERTISEMENT
ଭିଜିଲାନ୍ସ ଜାଲରେ ଅତିରିକ୍ତ ତହସିଲଦାର

ଭିଜିଲାନ୍ସ ଜାଲରେ ସିଏଚସି ସ୍ୱାସ୍ଥ୍ୟକର୍ମୀ

ରାୟଗଡା : ଲାଞ୍ଚ ନେଇ ଭିଜିଲାନ୍ସ ଜାଲରେ ସ୍ୱାସ୍ଥ୍ୟକର୍ମୀ । ରାୟଗଡ଼ା ମୁନିଗୁଡା ସିଏଚସି ସ୍ୱାସ୍ଥ୍ୟକର୍ମୀ କୁଞ୍ଜବିହାରୀ ରାଉତଙ୍କୁ ଧରିଛି ଭିଜିଲାନ୍ସ। ଜନ୍ମ ପ୍ରମାଣପତ୍ର ଦେବାକୁ ଜଣେ...

ସମ୍ଭାବ୍ୟ ଯୁଦ୍ଧ ପରିସ୍ଥିତିକୁ ନେଇ ରାଜ୍ୟବାସୀଙ୍କୁ ଭୟଭୀତ ନ ହେବାକୁ ଅପିଲ କଲେ ମୁଖ୍ୟମନ୍ତ୍ରୀ

ଏମ.ଏଲ.ଏ ଲ୍ୟାଡ ୱେବ ପୋର୍ଟାଲର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ଏମ.ଏଲ.ଏ ଲ୍ୟାଡ଼ ୱେବ ପୋର୍ଟାଲର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଏହି ପୋର୍ଟାଲ ମାଧ୍ୟମରେ ବିଧାୟକମାନେ ସେମାନଙ୍କର ନିର୍ବାଚନ ମଣ୍ଡଳୀରେ...