ଭୁବନେଶ୍ୱର : ଅମୂଲ୍ୟ ସାଂସ୍କୃତିକ ଐତିହ୍ୟର ଜାତୀୟ ତାଲିକାରେ ରଥଯାତ୍ରା, ବାଲିଯାତ୍ରା । ଏକ୍ସରେ ସୂଚନା ଦେଲେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢୀ । ସର୍ବୋଚ୍ଚ ସାଂସ୍କୃତିକ ସଂସ୍ଥା ସଙ୍ଗୀତ ନାଟକ ଏକାଡେମୀ ପକ୍ଷରୁ ସାମିଲ । ସଂସ୍କୃତି ମନ୍ତ୍ରାଳୟ ଅଧୀନ ସଙ୍ଗୀତ ନାଟକ ଏକାଡେମୀର ସ୍ୱୀକୃତି ।ପୂର୍ବରୁ ସଂସ୍କୃତି ମନ୍ତ୍ରାଳୟକୁ ଶ୍ରୀଜଗନ୍ନାଥ ମନ୍ଦିର ପ୍ରଶାସନ ତରଫରୁ ଏନେଇ ପ୍ରସ୍ତାବ ପଠାଇଥିଲା ଜାତୀୟ ଅତୁଲ୍ୟ ସାଂସ୍କୃତିକ ଐତିହ୍ୟ ତାଲିକାରେ ରଥଯାତ୍ରା ଓ ବାଲିଯାତ୍ରା ସାମିଲ ହେଲା ପରେ ବିଶ୍ବ ପ୍ରସିଦ୍ଧ ରଥଯାତ୍ରା ଓ ବାଲିଯାତ୍ରାର ମହତ୍ବ ବଢ଼ିବ, ଏହା ନିଃସନ୍ଦହରେ କୁହାଯାଇ ପାରିବ। ଉଭୟ ରଥଯାତ୍ରା ଓ ବାଲିଯାତ୍ରାକୁ କେନ୍ଦ୍ର ସରକାର ପ୍ରୋତ୍ସାହନ ଯୋଗାଇବେ।
Views: 20