The Ultimate Managed Hosting Platform
ADVERTISEMENT

ଓଟିଇଟି ପ୍ରଶ୍ନପତ୍ର ଲିକ : ପ୍ରଧାନଶିକ୍ଷକ ନିଲମ୍ବିତ

Facebook
Twitter
LinkedIn

ଭବାନୀପାଟଣା : ଓଟିଇଟି ପ୍ରଶ୍ନପତ୍ର ଲିକ୍ । ଗିରଫ ପ୍ରଧାନଶିକ୍ଷକ ନିଲମ୍ବିତ ହୋଇଛନ୍ତି । ପ୍ରଧାନଶିକ୍ଷକ ପ୍ରଶାନ୍ତ ଖମାରୀଙ୍କୁ ନିଲମ୍ବନ କଲା ଶିକ୍ଷା ବିଭାଗ । ସଦର ବ୍ଲକ ଭେଜିପଦର ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପ୍ରଧାନଶିକ୍ଷକ । ପୂର୍ବରୁ ତାଙ୍କୁ ଗିରଫ କରି କୋର୍ଟ ଚାଲାଣ କରାଯାଇଥିଲା । ଏହାପରେ ଶିକ୍ଷା ବିଭାଗ ପକ୍ଷରୁ କାର୍ୟ୍ୟାନୁଷ୍ଠାନ ନିଆଯାଇ ସସପେଣ୍ଡ କରାଯାଇଛି । ପ୍ରଶାନ୍ତ ଖମାରୀ ଦୀର୍ଘଦିନ ହେବ ଏହି କାମରେ ଲିପ୍ତ ଥିବା ଜଣାପଡିଛ । ସେ ପୂର୍ବରୁ କଳାହାଣ୍ଡି ଓ ରାଜ୍ୟ ଏକ୍ସ କ୍ୟାଡ଼ର ସଂଘର ସମ୍ପାଦକ ମଧ୍ୟ ରହିଥିଲେ ।
ସୂଚନାଯୋଗ୍ୟ, ଓଟିଇଟ ପ୍ରଶ୍ନପତ୍ର ପ୍ରଘଟ ମାମଲାର ତଦନ୍ତ କ୍ରାଇମବ୍ରାଞ୍ଚ କରୁଛି । ଏହି ମାମଲାରେ ତଦନ୍ତକାରୀ ସଂସ୍ଥା ପକ୍ଷରୁ ମାଧ୍ୟମିକ ଶିକ୍ଷା ବୋର୍ଡ ଉପସଭାପତିଙ୍କ ସମେତ ମୋଟ ୮ ଜଣଙ୍କୁ ଗିରଫ କରାଯାଇଛି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଜଙ୍ଗଲରେ ଯୁବକ ଯୁବତୀଙ୍କ ମୃତଦେହ

ପତ୍ନୀଙ୍କ ସନେ୍ଦହଜନକ ମୃତ୍ୟୁ ; ଯବାନ ସ୍ୱାମୀ ଅଟକ

କୋରାପୁଟ : ପତ୍ନୀଙ୍କ ସନେ୍ଦହଜନକ ମୃତ୍ୟୁକୁ ନେଇ ଯବାନ ସ୍ୱାମୀଙ୍କୁ ଅଟକ ରଖିଲା ପୋଲିସ । ଘର ଭିତରେ ପୋଡିଯାଇ ଆଇଆରବି ଯବାନଙ୍କ ପତ୍ନୀଙ୍କ ମୃତ୍ୟୁ ମାମଲା...

ADVERTISEMENT
ଓଏସଏସସି ସ୍କାମ ; ସିବିଆଇ ତଦନ୍ତ ଦାବି

CBI ଜାଲରେ RPF ହାବିଲଦାର

ରାଉରକେଲା : ସିବିଆଇ ଜାଲରେ ବନ୍ଧମୁଣ୍ଡା ଅଞ୍ଚଳର ଆରପିଏଫ ହାବିଲଦାର । ୧୫ ହଜାର ଟଙ୍କା ଲାଞ୍ଚ ନେଇ ଆରପିଏଫ ହାବିଲହାର ମହମ୍ମଦ ଇଜହାର କାବୁ ।...

Login