ଓଡ଼ିଶା ଆସୁଛନ୍ତି ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ

ଭୁବନେଶ୍ୱର : ଆଜି ଓଡ଼ିଶା ଆସୁଛନ୍ତି ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ । ୩ ଦିନିଆ ଗସ୍ତରେ ଆସୁଛନ୍ତି ମମତା ବାନାର୍ଜୀ। ଆଜି ପୁରୀରେ ରାତ୍ରୀଯାପନ କରିବେ। ନିର୍ମାଣ ନିବାସରେ ରାତ୍ର ରହଣି କରିବେ। ଏଥିପାଇଁ ପ୍ରଶାସନ ପକ୍ଷରୁ ସମସ୍ତ ପ୍ରସ୍ତୁତି କରାଯାଇଛି। ଆସନ୍ତାକାଲି ନିଜ କୌଳିକ ପଣ୍ଡା ତଥା ବରିଷ୍ଠ ଦଇତାପତି ସେବକ ରାମକୃଷ୍ଣ ଦାସମହାପାତ୍ର ଓ ରାଜେଶ ଦାସମହାପାତ୍ରଙ୍କ ସହିତ ଶ୍ରୀମନ୍ଦିର ଯାଇ ଶ୍ରୀଜୀଉଙ୍କ ଦର୍ଶନ କରିବେ।ଏହା ସହିତ ବେଢ଼ା ପରିକ୍ରମା କରି ମହାପ୍ରଭୁଙ୍କ … Continue reading ଓଡ଼ିଶା ଆସୁଛନ୍ତି ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ