The Ultimate Managed Hosting Platform
ADVERTISEMENT

‘ଓଡିଆ ଆଦିବାସୀ ଝିଅଙ୍କୁ ମିଳିବ ପାଇଲଟ ଟ୍ରେନିଂ’

Facebook
Twitter
LinkedIn

ଭୁବନେଶ୍ୱର : ଓଡିଆ ଆଦିବାସୀ ଝିଅ ମାନଙ୍କୁ ପାଇଲଟ ହେବା ପାଇଁ ଦିଆଯିବ ସ୍ୱତନ୍ତ୍ର ଟ୍ରେନିଂ । କ୍ୟାଡେଟ ପାଇଲଟ ପ୍ରୋଗ୍ରାମରେ ଦିଆଯିବ ସ୍ୱତନ୍ତ୍ର ଟ୍ରେନିଂ । ପୂର୍ବାଞ୍ଚଲ ବେସାମରିକ ବିମାନ ପରିବହନ ସମ୍ମିଳନୀରେ ମୁଖ୍ୟମନ୍ତ୍ରୀଙ୍କ ଘୋଷଣା । ବି-ଏମଏଏଏନ ଅଧିନରେ , କ୍ୟାଡେଟ ପାଇଲଟ ପ୍ରୋଗ୍ରାମ ଆରମ୍ଭ ହେବ । ଯେଉଁଥିରେ ଆଦିବାସୀ ଝିଅ ମାନଙ୍କୁ ପାଇଲଟ ହେବା ପାଇଁ ଟ୍ରେନିଂ ଦିଆଯିବ । ଢେଙ୍କାନାଳ ବିରାଶୋଳରେ ହେବ ବିଶ୍ୱସ୍ତରୀୟ ବିମାନ ପ୍ରଶିକ୍ଷଣ କେନ୍ଦ୍ର । ଭୁବନେଶ୍ୱର ବିମାନ ବନ୍ଦରରେ ଆଧୁନିକ ଏମଆରଓ ସୁବିଧା ସ୍ଥାପନ ହେବ । ୧୪ ମାସରେ ଓଡିଶାର ବିମାନ ବନ୍ଦର ୧୫ଟି ନୂଆ ସ୍ଥାନ ସହ ଯୋଡି ହୋଇଛି । ଓଡିଶାକୁ ସବୁ ସହ ଯୋଗ କହିଲେ କେନ୍ଦ୍ରମନ୍ତ୍ରୀ ରାମମୋହନ ନାଇଡୁ ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଘର ଭିତରେ ରକ୍ତାକ୍ତ ମୃତଦେହ

ପରକୀୟା ପ୍ରୀତି ସନେ୍ଦହରେ ସ୍ତ୍ରୀକୁ ପିଟି ପିଟି ଜୀବନ ନେଲା ସ୍ୱାମୀ

ପାଲଲହଡା : ପରକୀୟା ପ୍ରୀତି ହେଲା କାଳ । ପରକୀୟା ପ୍ରୀତି ସନେ୍ଦହରେ ସ୍ତ୍ରୀକୁ ପିଟି ପିଟି ଜୀବନ ନେଲା ସ୍ୱାମୀ । ଖମାର ଥାନା ସିଆରିମାଳିଆ...

ADVERTISEMENT
ଦୁର୍ଘଟଣାରେ ୩ ବାଇକ ଆରୋହୀ ମୃତ

ଦୁର୍ଘଟଣା ; ଚାଲିଗଲା ଗୋଟିଏ ପରିବାରର ୬ ଜଣଙ୍କ ଜୀବନ

ଉତ୍ତରପ୍ରଦେଶ ; ଉତ୍ତରପ୍ରଦେଶର ମୋରାଦାବାଦରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ଯେଉଁଥିରେ ଗୋଟିଏ ପରିବାରର ୬ ସଦସ୍ୟଙ୍କର ମୃତ୍ୟୁ ଘଟିଛି । ଏକ ଦ୍ରୁତଗାମୀ...

ଯୁବପିଢୀଙ୍କ କ୍ଷେତ୍ରରେ କାହିଁକି ବଢୁଛି ଆତ୍ମହତ୍ୟା ?

କନଷ୍ଟେବଳଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ରାଉରକେଲା : ଝୁଲନ୍ତା ଅବସ୍ଥାରେ କନଷ୍ଟେବଳଙ୍କ ମୃତଦେହ ଉଦ୍ଧାର । ଉଦିତନଗର ଥାନା ବାସନ୍ତୀ କଲୋନୀ ବାସଭବନରୁ ଉଦ୍ଧାର । କେଉଁ ପରିସ୍ଥିତିରେ ପୋଲିସ କର୍ମଚାରୀ ଏଭଳି...

Login