The Ultimate Managed Hosting Platform
ADVERTISEMENT

ଓଡିଆ ନବବର୍ଷ ଅବସରରେ ଶୁଭେଚ୍ଛା ଜଣାଇଲେ ଶିଳ୍ପୀ ସୁଦର୍ଶନ ପଟ୍ଟନାୟକ

Facebook
Twitter
LinkedIn

ପୁରୀ : ଓଡିଆ ନବବର୍ଷ ଅବସରରେ ଶୁଭେଚ୍ଛା ଜଣାଇଲେ ଶିଳ୍ପୀ ସୁଦର୍ଶନ ପଟ୍ଟନାୟକ । ପବିତ୍ର ହନୁମାନ ଜୟନ୍ତୀ ତଥା ମହାବିଷୁବ ସଂକ୍ରାନ୍ତି ଅବସରରେ ପୁରୀ ବେଳାଭୂମିରେ ବାଲୁକା କଳା । ବାଲୁକା କଳା ମାଧ୍ୟମରେ ସମସ୍ତଙ୍କୁ ଓଡ଼ିଆ ନବବର୍ଷ ଶୁଭେଚ୍ଛା ଜଣାଇଛନ୍ତି ବାଲୁକାଶିଳ୍ପୀ ସୁଦର୍ଶନ ପଟ୍ଟନାୟକ। ଏହି ବାଲୁକା କଳା ଦେଖିବାକୁ ପର୍ୟ୍ୟଟକଙ୍କ ଭିଡ ଲାଗିଛି । ଓଡ଼ିଆ ନବବର୍ଷ ଏବଂ ହନୁମାନ ଜୟନ୍ତୀ ଅବସରରେ ଦେଶର କୋଣ ଅନୁକୋଣରେ ରହୁଥିବା ସମସ୍ତ ଓଡ଼ିଆଙ୍କୁ ଶୁଭେଚ୍ଛା ଜଣାଇବା ସହ ସୁଖ ଓ ସମୃଦ୍ଧିର ବର୍ଷ ହେଉ ବୋଲି ଶ୍ରୀ ଜଗନ୍ନାଥଙ୍କ ନିକଟରେ ପ୍ରାର୍ଥନା କରିଛନ୍ତି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT

Login