The Ultimate Managed Hosting Platform
ADVERTISEMENT

ଓଡିଆ ନବବର୍ଷ କ୍ୟାଲେଣ୍ଡର ଲୋକାର୍ପିତ, ଶ୍ରୀମନ୍ଦିରରେ ପହଁଚିଲେ ମୁଖ୍ୟମନ୍ତ୍ରୀ

Facebook
Twitter
LinkedIn

ଭୁବନେଶ୍ୱର : ଓଡିଆ ନବବର୍ଷ କ୍ୟାଲେଣ୍ଡର ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ । ଶ୍ରୀଜିଉଙ୍କ ଦର୍ଶନ ପରେ ଓଡିଆ କ୍ୟାଲେଣ୍ଡର ଲୋକାର୍ପିତ । ସିଂହଦ୍ଵାର ନିକଟରେ ପହଞ୍ଚିବା ପରେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଓ ସେବାୟତଙ୍କ ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କୁ ସ୍ୱାଗତ କରାଯାଇଥିଲା । ମୁଖ୍ୟମନ୍ତ୍ରୀଙ୍କ ସହ ଶ୍ରୀମନ୍ଦିର ଯାଇଛନ୍ତି ଆଇନମନ୍ତ୍ରୀ ଓ ରାଜସ୍ୱମନ୍ତ୍ରୀ । ଦର୍ଶନରୁ ଫେରିବା ପରେ ସିଂହଦ୍ଵାର ଠାରେ ମୁଖ୍ୟମନ୍ତ୍ରୀଙ୍କ କରକମଳରେ ଶ୍ରୀମନ୍ଦିର ପ୍ରଶାସନର ଦ୍ଵାରା ପ୍ରକାଶିତ ଓଡ଼ିଆ ନବବର୍ଷ କ୍ୟାଲେଣ୍ଡର ୨୦୨୫:୨୦୨୬ ବର୍ଷର ଶ୍ରୀମନ୍ଦିରରେ ପର୍ବପର୍ବାଣୀ ଓ ଯାନିଯାତ୍ରା କ୍ୟାଲେଣ୍ଡର ଲୋକାର୍ପଣ ଉତ୍ସବ ଅନୁଷ୍ଠିତ ହେବ ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT
ନ୍ୟୁଜିଲ୍ୟାଣ୍ଡରେ ଭୂକମ୍ପ ଝଟକା

ଆସାମରେ ଭୂକମ୍ପର ଝଟକା

ନୂଆଦିଲ୍ଲୀ : ଭାରତର ଆସାମରେ ଭୂକମ୍ପର ଝଟକା ଅନୁଭୂତ । ତୀବ୍ରତା ୪.୧ ରହିଥିବା ସୂଚନା ମିଳୁଛି । ଯାହାର ସୂଚନା ଏନସିଏସପକ୍ଷରୁ ମିଳିଛି । ଏଥିରେ...

Login