ଭୁବନେଶ୍ୱର : ଓଡିଶାରେ ତୃତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ଆଜି ନାମାଙ୍କନ ଦାଖଲର ଶେଷ ଦିନ । ନାମାଙ୍କନ ଦାଖଲ କରି ନଥିବା ପ୍ରାର୍ଥୀମାନେ ଆଜି ରିଟର୍ଣ୍ଣିଂ ଅଫିସରଙ୍କ ପାଖରେ ନାମାଙ୍କନ ଦାଖଲ କରିବେ । ଏହି ପର୍ଯ୍ୟାୟ ପାଇଁ ଆସନ୍ତାକାଲି ପ୍ରାର୍ଥିପତ୍ର ଯାଞ୍ଚ ହେବ । ତୃତୀୟ ପର୍ଯ୍ୟାୟରେ ୬ଟି ଲୋଗକସଭା ଏବଂ ଏହା ଅଧୀନରେ ଥିବା ୪୨ଟି ବିଧାନସଭା ଆସନରେ ହେବ ଭୋଟିିଂ । ରାଜ୍ୟରେ ତୃତୀୟ ପର୍ଯ୍ୟାୟ ଭୋଟ ଗ୍ରହଣ ମେ ୨୫ରେ ହେବ ।
Views: 52