The Ultimate Managed Hosting Platform
ADVERTISEMENT

ଓଡିଶାରେ ଥିବା ୧୨ ପାକିସ୍ତାନୀକୁ ଦେଶ ଛାଡ ନୋଟିସ ପ୍ରସଙ୍ଗ ; ପରବର୍ତ୍ତ ନିଦେ୍ର୍ଦଶନାମାକୁ ଅପେକ୍ଷା : ଡିଜିପି

Facebook
Twitter
LinkedIn

ଭୁବନେଶ୍ୱର : ଓଡିଶାରେ ଥିବା ୧୨ ପାକିସ୍ତାନୀକୁ ଦେଶ ଛାଡ ନୋଟିସ ପ୍ରସଙ୍ଗ ।ଜଣେ ପାକିସ୍ତାନୀ ନାଗରିକ ଓଡିଶା ଛାଡି ସାରିଛନ୍ତି କହିଲେ ଡିଜିପି । ଯେଉଁମାନେ ଦୀର୍ଘ ମିଆଦି ଭିସା ପାଇଛନ୍ତି ବା ଆବେଦନ ବିଚାରଧୀନ ଦେଖୁଛୁ । ଏନେଇ ପରବର୍ତ୍ତୀ ନିର୍ଦ୍ଦେଶନାମାକୁ ଅପେକ୍ଷା କରାଯାଇଛି। ଓଡ଼ିଶାରେ ଆଉ ପାକିସ୍ତାନୀ ନାଗରିକ ରହିପାରିବେ ନାହିଁ। ସେମାନଙ୍କୁ ରାଜ୍ୟର ବିଦା କରିବା ପାଇଁ ପ୍ରକ୍ରିୟା ଆରମ୍ଭ ହୋଇଯାଇଛି। କେନ୍ଦ୍ର ଗୃହ ମନ୍ତ୍ରାଳୟର ନିର୍ଦ୍ଦେଶକ୍ରମେ ରାଜ୍ୟ ସରକାର ଏଥିପାଇଁ ପଦକ୍ଷେପ ଗ୍ରହଣ କରିଛନ୍ତି।
ଦୀର୍ଘକାଳୀନ ଭିସା ବଳରେ ଭାରତର ବିଭିନ୍ନ ରାଜ୍ୟରେ ପାକିସ୍ତାନୀ ନାଗରିକମାନେ ରହୁଛନ୍ତି। ସେମାନେ ବିଭିନ୍ନ କାମରେ କାର୍ୟ୍ୟରତ ଅଛନ୍ତି। ଏହିକ୍ରମରେ ଓଡ଼ିଶାରେ ୧୨ଜଣ ପାକିସ୍ତାନୀ ନାଗରିକ ରହୁଥିବା ଜଣାପଡ଼ିଛି।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଘର ଭିତରେ ରକ୍ତାକ୍ତ ମୃତଦେହ

ପରକୀୟା ପ୍ରୀତି ସନେ୍ଦହରେ ସ୍ତ୍ରୀକୁ ପିଟି ପିଟି ଜୀବନ ନେଲା ସ୍ୱାମୀ

ପାଲଲହଡା : ପରକୀୟା ପ୍ରୀତି ହେଲା କାଳ । ପରକୀୟା ପ୍ରୀତି ସନେ୍ଦହରେ ସ୍ତ୍ରୀକୁ ପିଟି ପିଟି ଜୀବନ ନେଲା ସ୍ୱାମୀ । ଖମାର ଥାନା ସିଆରିମାଳିଆ...

ADVERTISEMENT
ଦୁର୍ଘଟଣାରେ ୩ ବାଇକ ଆରୋହୀ ମୃତ

ଦୁର୍ଘଟଣା ; ଚାଲିଗଲା ଗୋଟିଏ ପରିବାରର ୬ ଜଣଙ୍କ ଜୀବନ

ଉତ୍ତରପ୍ରଦେଶ ; ଉତ୍ତରପ୍ରଦେଶର ମୋରାଦାବାଦରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ଯେଉଁଥିରେ ଗୋଟିଏ ପରିବାରର ୬ ସଦସ୍ୟଙ୍କର ମୃତ୍ୟୁ ଘଟିଛି । ଏକ ଦ୍ରୁତଗାମୀ...

ଯୁବପିଢୀଙ୍କ କ୍ଷେତ୍ରରେ କାହିଁକି ବଢୁଛି ଆତ୍ମହତ୍ୟା ?

କନଷ୍ଟେବଳଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ରାଉରକେଲା : ଝୁଲନ୍ତା ଅବସ୍ଥାରେ କନଷ୍ଟେବଳଙ୍କ ମୃତଦେହ ଉଦ୍ଧାର । ଉଦିତନଗର ଥାନା ବାସନ୍ତୀ କଲୋନୀ ବାସଭବନରୁ ଉଦ୍ଧାର । କେଉଁ ପରିସ୍ଥିତିରେ ପୋଲିସ କର୍ମଚାରୀ ଏଭଳି...

Login