The Ultimate Managed Hosting Platform
ADVERTISEMENT

ଓଡିଶାରେ ପରିବର୍ତ୍ତନ ହେବାକୁ ଯାଉଛି: ଭର୍ତ୍ତୁହରି

Facebook
Twitter
LinkedIn

ଭୁବନେଶ୍ୱର : ବିଜେପିରେ ସାମିଲ ପରେ ସାଂସଦ ଭର୍ତ୍ତୁହରି ମହତାବଙ୍କ ମନ୍ତବ୍ୟ । ରାଷ୍ଟ୍ରବାଦ, ଏକାତ୍ମତା, ପୂର୍ବୋଦୟ ବିଜେପି ଜରିଆରେ ହୋଇପାରିବ । ରାଜ୍ୟର ପ୍ରଗତି ଓ ଉନ୍ନତି ପାଇଁ କାମ କରିବାକୁ ବିଜେପି ଜରିଆରେ ସୁଯୋଗ ମିଳିବ । ମୋଦିଙ୍କ ଶକ୍ତି, ଶାହଙ୍କ ବିଶ୍ୱାସ, ନଡ୍ଡାଙ୍କ ପ୍ରେରଣା ଆଗକୁ ନେବାକୁ ସାହାଯ୍ୟ କରିବ । ଏକ ନୂଆ ଟିମ୍ ସହ ନୂଆ ଇନିଂସ ଆରମ୍ଭ ହେବାକୁ ଯାଉଛି । ଓଡିଶାରେ ଯେଉଁ ପରିବର୍ତ୍ତନ ହେବାକୁ ଯାଉଛି , ଆସିଲେ ଦେଖିପାରିବେ ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT
ଗୁଜୁରାଟ ମନ୍ତ୍ରିମଣ୍ଡଳ ପୁନର୍ଗଠନ ; ମୋଟ ୨୫ ମନ୍ତ୍ରୀ ନେଲେ ଶପଥ, ୬ ପୁରୁଣା ଚେହେରା

ଗୁଜୁରାଟ ମନ୍ତ୍ରିମଣ୍ଡଳ ପୁନର୍ଗଠନ ; ମୋଟ ୨୫ ମନ୍ତ୍ରୀ ନେଲେ ଶପଥ, ୬ ପୁରୁଣା ଚେହେରା

ଗୁଜୁରାଟ : ଗୁଜୁରାଟରେ ନୂଆ ମନ୍ତ୍ରିମଣ୍ଡଳର ଶପଥ ଗ୍ରହଣ ସମାରୋହ । ନୂଆ ମନ୍ତ୍ରୀ ମାନଙ୍କୁ ଶପଥ ପାଠ କରାଉଛନ୍ତି ରାଜ୍ୟପାଳ । ଆଜି ମନ୍ତ୍ରିମଣ୍ଡଳର ସମ୍ପ୍ରସାରଣ...

Login