The Ultimate Managed Hosting Platform
ADVERTISEMENT

ଓଡିଶାରେ ହେବ ଷ୍ଟିଲ ପ୍ଲାଣ୍ଟ, ନିବେଶ କରିବ ଆଦିତ୍ୟ ବିର୍ଲା

Facebook
Twitter
LinkedIn

ଭୁବନେଶ୍ୱର : କେନ୍ଦୁଝରରେ ହେବ ଷ୍ଟିଲ ପ୍ଲାଣ୍ଟ । ଏନେଇ ରାଜ୍ୟ ସରକାରଙ୍କ ସହ ଏମଓୟୁ ସ୍ଵାକ୍ଷର କରିଛି ଜେଏସଡବ୍ଲୁ । କେନ୍ଦୁଝରରେ ଆଇରନ ବେଲ୍ଟ ଥିବାରୁ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଆଗ୍ରହ ପ୍ରକାଶ କରିଛନ୍ତି । ସେହିପରି ଓଡ଼ିଶାରେ ୫୦ ହଜାର କୋଟି ଟଙ୍କାର ନିବେଶ କରିବ ଆଦିତ୍ୟ ବିର୍ଲା । ଉତ୍କର୍ଷ ଓଡିଶା ମେକ ଇନ ଓଡ଼ିଶାରେ ଯୋଗ ଦେଇ ଏହି ସୂଚନା ଦେଇଛନ୍ତି ଆଦିତ୍ୟ ବିର୍ଲା ଅଧ୍ୟକ୍ଷ କୁମାର ମଙ୍ଗଳମ ବିର୍ଲା । ଓଡ଼ିଶାରେ ଆଲୁମିନିୟମ ରିଫାଇନାରୀ ଏବଂ ଆଲୁମିନିୟମ ସ୍ମେଲଟର କରିବାକୁ ଯୋଜନା କରିଛି ଆଦିତ୍ୟ ବିର୍ଲା । ଉତ୍କର୍ଷ ଓଡ଼ିଶା ସମ୍ମିଳନୀକୁ ନିବେଶକ ମାନଙ୍କୁ ସ୍ବାଗତ କରି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କହିଛନ୍ତି, ଶିଳ୍ପ କ୍ଷେତ୍ରରେ ଓଡ଼ିଶା ଦେଶର ଡ୍ରାଇଭିଂ ଇଞ୍ଜିନ ହେବ। ସିଙ୍ଗାପୁର ରାଷ୍ଟ୍ରପତି ଓଡ଼ିଶା ଆସିବା ଏବଂ ୮ ଟି ଏମୟୁ ସ୍ବାକ୍ଷର କରିବା ଆମ ପାଇଁ ବହୁତ ବଡ଼ କଥା। ସମସ୍ତ ଶିଳ୍ପପତିଙ୍କ ପାଇଁ ଓଡ଼ିଶାର ଦ୍ୱାର ସବୁବେଳେ ଖୋଲା ରହିଛି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

“ଆମ ଶାସନ” ଶୁଭାରମ୍ଭ , ମୁଖ୍ୟମନ୍ତ୍ରୀ କଲେ ଶୁଭାରମ୍ଭ

ଓଡିଆ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଅନ୍ୟନ୍ତ ନିନ୍ଦନୀୟ ; ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ପଶ୍ଚିମବଙ୍ଗରେ ଓଡିଆ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣାରେ ମୁଖ୍ୟମନ୍ତ୍ରୀଙ୍କ ଉଦବେଗ । ଏହା ଅତ୍ୟନ୍ତ ନିନ୍ଦନୀୟ ଓ ପୀଡା ଦାୟକ, ମୁଁ ଗଭୀର ଭାବରେ ମର୍ମାହତ...

ବିଜେଡିକୁ ଶକ୍ତ ଝଟକା ; ପଦ୍ମ ଧରିଲେ ଜୟ ଢୋଲକିଆ

ବିଜେଡିକୁ ଶକ୍ତ ଝଟକା ; ପଦ୍ମ ଧରିଲେ ଜୟ ଢୋଲକିଆ

ଭୁବନେଶ୍ୱର : ବିଜେପିରେ ମିଶିଲେ ଜୟ ଢୋଲକିଆ । ସ୍ୱର୍ଗତ ବିଜେଡି ବିଧାୟକ ରାଜେନ୍ଦ୍ର ଢୋଲକିଆଙ୍କ ପୁଅ ଜୟ । ନୂଆପଡା ଉପନିର୍ବାଚନରେ ବିଜେପି ପ୍ରାର୍ଥୀ ହେବା...

ADVERTISEMENT
ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା ; ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା

ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା ; ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା

ଜଳେଶ୍ୱର : ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା । ମେଡିକାଲ କର୍ତ୍ତୁପକ୍ଷଙ୍କ ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା । ମୋତେ ଘଟଣାକୁ ନେଇ କେହି...

Login