The Ultimate Managed Hosting Platform
ADVERTISEMENT

ଓଡିଶାରେ ୫ କୋଭିଡ ଆକ୍ରାନ୍ତ,ରାଜଧାନୀରୁ ୪ ଜଣ ଚିହ୍ନଟ

Facebook
Twitter
LinkedIn

ଭୁବନେଶ୍ୱର : ରାଜ୍ୟରେ ମୋଟ ୫ କୋଭିଡ ପଜିଟିଭ ଚିହ୍ନଟ । ଯାହା ମଧ୍ୟରୁ ୪ ଜଣ ପୁରୁଷ ଓ ଜଣେ ମହିଳା । ଚିହ୍ନଟ କରୋନା ରୋଗୀଙ୍କ ମଧ୍ୟରୁ ୪ ଜଣ ଭୁବନେଶ୍ଵରର ହୋଇଥିବା ବେଳେ ଜଣେ ଖୋର୍ଦ୍ଧା ଜିଲ୍ଲାର ଜଟଣୀରୁ ବୋଲି ଜଣାପଡିଛି । ସେହିଭଳି ଦେଶରେ କୋଭିଡ୍ ଆକ୍ରାନ୍ତଙ୍କ ସଂଖ୍ୟା ୧ ହଜାର ଟପିଲାଣି । ଏନେଇ ଆଜି ରାଜ୍ୟ ସହ କୋଭିଡ ସ୍ଥିତି ନେଇ ବୈଠକ କରିବେ କେନ୍ଦ୍ର ସ୍ବାସ୍ଥ୍ୟ ସଚିବ । ଦେଶରେ କୋଭିଡ ସ୍ଥିତି ଓ ସଂକ୍ରମଣ ନେଇ ଆଲୋଚନା କରାଯିବ ବୋଲି ସୂଚନା ଦେଇଛନ୍ତି ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ ନୀଳକଣ୍ଠ ମିଶ୍ର । ତେବେ ବର୍ତ୍ତମାନ ସ୍ଥିତି ନିୟନ୍ତ୍ରଣାଧୀନ ରହିଛି । ସଂକ୍ରମଣ ବଢ଼ିବା ଭିତରେ ଆଇସିଏମ୍ଆର ସତର୍କ ରହିବାକୁ ଓ ଭୟଭୀତ ନ ହେବାକୁ କହିଛି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଘର ଭିତରେ ରକ୍ତାକ୍ତ ମୃତଦେହ

ପରକୀୟା ପ୍ରୀତି ସନେ୍ଦହରେ ସ୍ତ୍ରୀକୁ ପିଟି ପିଟି ଜୀବନ ନେଲା ସ୍ୱାମୀ

ପାଲଲହଡା : ପରକୀୟା ପ୍ରୀତି ହେଲା କାଳ । ପରକୀୟା ପ୍ରୀତି ସନେ୍ଦହରେ ସ୍ତ୍ରୀକୁ ପିଟି ପିଟି ଜୀବନ ନେଲା ସ୍ୱାମୀ । ଖମାର ଥାନା ସିଆରିମାଳିଆ...

ADVERTISEMENT
ଦୁର୍ଘଟଣାରେ ୩ ବାଇକ ଆରୋହୀ ମୃତ

ଦୁର୍ଘଟଣା ; ଚାଲିଗଲା ଗୋଟିଏ ପରିବାରର ୬ ଜଣଙ୍କ ଜୀବନ

ଉତ୍ତରପ୍ରଦେଶ ; ଉତ୍ତରପ୍ରଦେଶର ମୋରାଦାବାଦରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ଯେଉଁଥିରେ ଗୋଟିଏ ପରିବାରର ୬ ସଦସ୍ୟଙ୍କର ମୃତ୍ୟୁ ଘଟିଛି । ଏକ ଦ୍ରୁତଗାମୀ...

ଯୁବପିଢୀଙ୍କ କ୍ଷେତ୍ରରେ କାହିଁକି ବଢୁଛି ଆତ୍ମହତ୍ୟା ?

କନଷ୍ଟେବଳଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ରାଉରକେଲା : ଝୁଲନ୍ତା ଅବସ୍ଥାରେ କନଷ୍ଟେବଳଙ୍କ ମୃତଦେହ ଉଦ୍ଧାର । ଉଦିତନଗର ଥାନା ବାସନ୍ତୀ କଲୋନୀ ବାସଭବନରୁ ଉଦ୍ଧାର । କେଉଁ ପରିସ୍ଥିତିରେ ପୋଲିସ କର୍ମଚାରୀ ଏଭଳି...

Login