The Ultimate Managed Hosting Platform
ADVERTISEMENT

ଓଡିଶା ପାଇଁ ନାହିଁ ବାତ୍ୟା ଭୟ !

Facebook
Twitter
LinkedIn

ଭୁବନେଶ୍ୱର : ବର୍ତ୍ତମାନ ସ୍ଥିତିରେ ଓଡିଶା ପାଇଁ କିଛି ୱାର୍ଣ୍ଣିଂ ନାହିଁ କହିଲେ ଡିଜି । ପ୍ରେସମିଟରେ ଆଇଏମଡି ଡିଜି ମୃତ୍ୟୁଞ୍ଜୟ ମହାପାତ୍ରଙ୍କ ସୂଚନା । ଏବେ ଓଙ୍ଗିଶା ସହ ଅନୟ ଉପକୂଳ ରାଜ୍ୟ ପାଇଁ କିଛି ୱାର୍ଣ୍ଣିଁ ନାହିଁ । ବର୍ଷା ଓ ପବନ ନେଇ କିଛି ୱାର୍ଣ୍ଣିଂ ନାହିଁ । ଓଙ୍ଗିଶା , ତାମିଲନାଡୁ , ଆନ୍ଧ୍ରପ୍ରଦେଶ ପାଇଁ କିଛି ୱାର୍ଣ୍ଣିଂ ନାହିଁ । ତେବେ ଏହା ପଶ୍ଚିମବଙ୍ଗ ଉପକୂଳର କେତେ ନିକଟ ହେଉଛି ତାହା ଉପରେ ନଜର ରହିଛି । ବଙ୍ଗୋପସାଗରରେ ସୃଷ୍ଟି ହୋଇଛି ଲଘୁଚାପ । ଆସନ୍ତାକାଲି ଏହା ଅବପାତର ରୂପ ନେବ । ଏହାପରେ ଅଧିକ ଘନୀଭୂତ ହୋଇ ୧୦ ତାରିଖରେ ଦକ୍ଷିଣପୂର୍ବ ବଙ୍ଗୋପସାଗର ଅଞ୍ଚଳରେ ସାମୁଦ୍ରିକ ଝଡର ରୂପ ନେଇପାରେ । ଏହାପରେ ଉତ୍ତର-ଉତ୍ତର ପୂର୍ବ ଦିଗରେ ଗତି କରି ୧୨ରେ ଭୟଙ୍କର ରୂପ ନେଇ ବାଂଲାଦେଶ ଓ ମିଆଁମାର ମୁହାଁ ହୋଇପାରେ ସମ୍ଭାବ୍ୟ ବାତ୍ୟା ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

“ଆମ ଶାସନ” ଶୁଭାରମ୍ଭ , ମୁଖ୍ୟମନ୍ତ୍ରୀ କଲେ ଶୁଭାରମ୍ଭ

ଓଡିଆ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଅନ୍ୟନ୍ତ ନିନ୍ଦନୀୟ ; ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ପଶ୍ଚିମବଙ୍ଗରେ ଓଡିଆ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣାରେ ମୁଖ୍ୟମନ୍ତ୍ରୀଙ୍କ ଉଦବେଗ । ଏହା ଅତ୍ୟନ୍ତ ନିନ୍ଦନୀୟ ଓ ପୀଡା ଦାୟକ, ମୁଁ ଗଭୀର ଭାବରେ ମର୍ମାହତ...

ବିଜେଡିକୁ ଶକ୍ତ ଝଟକା ; ପଦ୍ମ ଧରିଲେ ଜୟ ଢୋଲକିଆ

ବିଜେଡିକୁ ଶକ୍ତ ଝଟକା ; ପଦ୍ମ ଧରିଲେ ଜୟ ଢୋଲକିଆ

ଭୁବନେଶ୍ୱର : ବିଜେପିରେ ମିଶିଲେ ଜୟ ଢୋଲକିଆ । ସ୍ୱର୍ଗତ ବିଜେଡି ବିଧାୟକ ରାଜେନ୍ଦ୍ର ଢୋଲକିଆଙ୍କ ପୁଅ ଜୟ । ନୂଆପଡା ଉପନିର୍ବାଚନରେ ବିଜେପି ପ୍ରାର୍ଥୀ ହେବା...

ADVERTISEMENT
ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା ; ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା

ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା ; ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା

ଜଳେଶ୍ୱର : ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା । ମେଡିକାଲ କର୍ତ୍ତୁପକ୍ଷଙ୍କ ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା । ମୋତେ ଘଟଣାକୁ ନେଇ କେହି...

Login