ଭୁବନେଶ୍ୱର ; ରେଳମନ୍ତ୍ରୀ ଅଶ୍ବିନୀ ବୈଷ୍ଣବ ଦିଲ୍ଲୀରେ ସାମ୍ବାଦିକ ସମ୍ମିଳନୀରେ ସୂଚନା ପ୍ରଦାନ କରିଛନ୍ତି ଯେ, ଓଡ଼ିଶା ପାଇଁ ରେଳ ବଜେଟରେ ୧୦, ୫୯୯ କୋଟି ଟଙ୍କାର ବ୍ୟୟବରାଦ କରାଯାଇଛି।ରେଳମନ୍ତ୍ରୀ ଅଶ୍ବିନୀ ବୈଷ୍ଣବ ଦିଲ୍ଲୀରେ ସାମ୍ବାଦିକ ସମ୍ମିଳନୀରେ ସୂଚନା ପ୍ରଦାନ କରିଛନ୍ତି ଯେ, ଓଡ଼ିଶା ପାଇଁ ରେଳ ବଜେଟରେ ୧୦, ୫୯୯ କୋଟି ଟଙ୍କାର ବ୍ୟୟବରାଦ କରାଯାଇଛି।ଓଡ଼ିଶାରେ ୫୯ଟି ଅମୃତ ଷ୍ଟେସନ ପାଇଁ ବ୍ୟୟବରାଦ କରାଯାଇଛି ବୋଲି ରେଳମନ୍ତ୍ରୀ ସୂଚନା ପ୍ରଦାନ କରିଛନ୍ତି। ଏହା ଅନ୍ତର୍ଗତ ଅମୃତ ଷ୍ଟେସନ ପାଇଁ ୨ ହଜାର ୩୭୯ କୋଟି ଖର୍ଚ୍ଚ ହେବ ବୋଲି ସେ କହିଛନ୍ତି।
Views: 19