The Ultimate Managed Hosting Platform
ADVERTISEMENT
Latest News
The Ultimate Managed Hosting Platform
Latest News

ଓଡିଶା ଫେରିବେ ଟନେଲରୁ ଉଦ୍ଧାର ହୋଇଥିବା ୫ ଶ୍ରମିକ

Facebook
Twitter
LinkedIn

ଭୁବନେଶ୍ୱର : ଆଜି ଓଡିଶା ଫେରିବେ ଉତ୍ତରକାଶୀ ଟନେଲରୁ ଉଦ୍ଧାର ହୋଇଥିବା ୫ ଓଡିଆ ଶ୍ରମିକ । ଏମାନେ ହେଲେ ବାରିପଦାର ବିଶ୍ୱେଶ୍ୱର ନାୟକ, କୁଲଡିହାର ରାଜୁ ନାୟକ, ବଡକୁଦରର ଧୀରେନ ନାୟକ, ତାଲବେଡାର ଭଗବାନ୍ ଭତ୍ରା ଏବଂ ଶଙ୍କର୍ଷଣପୁରର ତପନ ମଣ୍ଡଳ । ନୂଆଦିଲ୍ଲୀରୁ ଭୁବନେଶ୍ୱରରେ ବିମାନ ଯୋଗେ ଆସି ପହଞ୍ଚିବେ । ସେମାନଙ୍କୁ ସ୍ୱାଗତ କରିବା ପାଇଁ ମଧ୍ୟ ପ୍ରସ୍ତୁତି କରାଯାଇଛି । ଭୁବନେଶ୍ୱରରେ ପହଞ୍ଚିବା ପରେ ନବୀନ ନିବାସ ଯାଇ ସେଠାରେ ମୁଖ୍ୟମନ୍ତ୍ରୀଙ୍କୁ ଭେଟିବାର କାର୍ୟ୍ୟକ୍ରମ ରହିଛି । ୧୭ ଦିନ ଧରି ଟନେଲ ଭିତରେ ଫଶିରହିଥିଲେ ଶ୍ରମିକ । ଏବଂ ଅନେକ କସରତ ପରେ ସେମାନଙ୍କୁ ଉଦ୍ଧାର କରାଯାଇଛି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଅପରେସନ ସିନ୍ଦୂରରେ ଭାରତର କିଛି ବି କ୍ଷତି ହୋଇନି , ଯଦି ଅଛି ତେବେ ଗୋଟେ ଫଟୋ ଦେଖାଅ : ଅଜିତ ଡୋଭାଲ

ଅପରେସନ ସିନ୍ଦୂରରେ ଭାରତର କିଛି ବି କ୍ଷତି ହୋଇନି , ଯଦି ଅଛି ତେବେ ଗୋଟେ ଫଟୋ ଦେଖାଅ : ଅଜିତ ଡୋଭାଲ

ନୂଆଦିଲ୍ଲୀ : ଅପରେସନ ସିନ୍ଦୂରକୁ ନେଇ ବିଦେଶୀ ଗଣମାଧ୍ୟମ ଉପରେ ବର୍ଷିଲେ ଏନଏସଏ ଅଜିତ ଡୋଭାଲ । ଅପରେସନ ସିନ୍ଦୂରରେ ଭାରତ ଆଦୌ କ୍ଷତି ସହିନି ।...

ADVERTISEMENT
ପାଚିଲା ଅମୃତଭଣ୍ଡା ରସକୁ ପିଇଲେ ମିଳେ ଅନେକ ଫାଇଦା, ଆଖି ପାଇଁ ଲାଭଦାୟକ

ପାଚିଲା ଅମୃତଭଣ୍ଡା ରସକୁ ପିଇଲେ ମିଳେ ଅନେକ ଫାଇଦା, ଆଖି ପାଇଁ ଲାଭଦାୟକ

ବ୍ୟୁରୋ : ଅମୃତଭଣ୍ଡା ଫାଇବର, ଭିଟାମିନ୍, ମିନେରାଲ୍ ଏବଂ ଆଣ୍ଟିଅକ୍ସିଡାଣ୍ଟରେ ଭରପୂର ଏକ ଫଳ । ପିଲାଙ୍କଠାରୁ ବୃଦ୍ଧ ପର୍ୟ୍ୟନ୍ତ ଘରର ସମସ୍ତଙ୍କ ଖାଦ୍ୟରେ ଅମୃତଭଣ୍ଡା ସାମିଲ...

Login