The Ultimate Managed Hosting Platform
ADVERTISEMENT

ଓଡିଶା ବିଜେପିର କୋର କମିଟି ବୈଠକ, ରାଜ୍ୟ ସଭାପତି ଚୟନ ନେଇ ହୋଇପାରେ ଆଲୋଚନା

Facebook
Twitter
LinkedIn

ଭୁବନେଶ୍ୱର : ଓଡ଼ିଶା ବିଜେପିର କୋର କମିଟି ବୈଠକ ଆରମ୍ଭ ହୋଇଛି। ରାଜ୍ୟ ବିଜେପି କାର୍ୟ୍ୟାଳୟରେ ଆୟୋଜିତ ଏହି ବୈଠକରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ବିଜେପିର ରାଷ୍ଟ୍ରୀୟ ସାଧାରଣ ସମ୍ପାଦକ ତରୁଣ ଚୂଘ, ବିଜେପି ରାଜ୍ୟ ପ୍ରଭାରୀ ବିଜୟ ପାଲ ସିଂ ତୋମାର, ରାଷ୍ଟ୍ରୀୟ ଉପାଧ୍ୟକ୍ଷ ବୈଜୟନ୍ତ ପଣ୍ଡା ପ୍ରମୁଖ ବୈଠକରେ ଉପସ୍ଥିତ ଅଛନ୍ତି । ସେହିପରି ଦୁଇ ଉପମୁଖ୍ୟମନ୍ତ୍ରୀ କେଭି ସିଂହଦେଓ ଓ ପ୍ରଭାତୀ ପରିଡ଼ା, କେନ୍ଦ୍ରମନ୍ତ୍ରୀ ଜୁଏଲ ଓରାମ, ସାଂସଦ ପ୍ରତାପ ଷଡ଼ଙ୍ଗୀ ଓ କୋର କମିଟିର ଅନ୍ୟ ସମସ୍ତ ସଦସ୍ୟମାନେ ମଧ୍ୟ ଉପସ୍ଥିତ ରହିଛନ୍ତି। ବିଜେପି ରାଜ୍ୟ ସଭାପତି ମନମୋହନ ସାମଲଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ବୈଠକରେ ଆଗାମୀ ପଞ୍ଚାୟତ ନିର୍ବାଚନ ଓ ବିଜେପି ରାଜ୍ୟ ସଭାପତି ଚୟନ ନେଇ ଆଲୋଚନା ହୋଇପାରେ ବୋଲି କୁହାଯାଉଛି।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT
ଅହମଦାବାଦ ରଥଯାତ୍ରାରେ ଅଘଟଣ , ଡିଜେ ବାଜିବାରୁ ବେକାବୁ ହେଲା ଗଜରାଜ

ଅହମଦାବାଦ ରଥଯାତ୍ରାରେ ଅଘଟଣ , ଡିଜେ ବାଜିବାରୁ ବେକାବୁ ହେଲା ଗଜରାଜ

ଅହମଦାବାଦ : ଅହମଦାବାଦ ରଥଯାତ୍ରାରେ ଘଟିଲା ଅଘଟଣ । ଡିଜେ ବାଜିବାରୁ ବେକାବୁ ହେଲା ହାତୀ । ଡିଜେର ପ୍ରଚଣ୍ଡ ଶବ୍ଦରେ ଅନିୟନ୍ତ୍ରିତ ହାତୀଟି ଏପଟ ସେପଟ...

Login