The Ultimate Managed Hosting Platform
ADVERTISEMENT

ଓଡିଶା ହାଇକୋର୍ଟର ବିଚାରପତି ଭାବେ ଶପଥ ନେଲେ ଜଷ୍ଟିସ ଦୀକ୍ଷିତ କ୍ରିଷ୍ଣା ଶ୍ରୀପଦ

Facebook
Twitter
LinkedIn

କଟକ : ଶପଥ ନେଲେ ଜଷ୍ଟିସ ଦୀକ୍ଷିତ କ୍ରିଷ୍ଣା ଶ୍ରୀପଦ। ଓଡିଶା ହାଇକୋର୍ଟର ବିଚାରପତି ଭାବେ ଶପଥ ନେଇଛନ୍ତି। ହାଇକୋର୍ଟ ପରିସରରେ ମୁଖ୍ୟ ବିଚାରପତି ଜଷ୍ଟିସ ହରିଶ ଟଣ୍ଡନ ଜଷ୍ଟିସ ଦୀକ୍ଷିତ କ୍ରିଷ୍ଣା ଶ୍ରୀପଦଙ୍କୁ ଶପଥ ପାଠ କରାଇଛନ୍ତି। ଜଷ୍ଟିସ ଦୀକ୍ଷିତ କ୍ରିଷ୍ଣା ଶ୍ରୀପଦଙ୍କର ଯୋଗଦାନ ପରେ ଓଡ଼ିଶା ହାଇକୋର୍ଟରେ ବିଚାରପତିଙ୍କ ସଂଖ୍ୟା ୧୯ରେ ପହଞ୍ଚିଛି। ପୂର୍ବରୁ କର୍ଣ୍ଣାଟକ ହାଇକୋର୍ଟର ବିଚାରପତି ଥିଲେ ଜଷ୍ଟିସ ଶ୍ରୀପଦ। ଜଷ୍ଟିସ ଶ୍ରୀପଦଙ୍କର କର୍ଣ୍ଣାଟକ ହାଇକୋର୍ଟରୁ ଓଡିଶା ହାଇକୋର୍ଟ ବଦଳି ହୋଇଥିଲା।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

“ଆମ ଶାସନ” ଶୁଭାରମ୍ଭ , ମୁଖ୍ୟମନ୍ତ୍ରୀ କଲେ ଶୁଭାରମ୍ଭ

ଓଡିଆ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଅନ୍ୟନ୍ତ ନିନ୍ଦନୀୟ ; ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ପଶ୍ଚିମବଙ୍ଗରେ ଓଡିଆ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣାରେ ମୁଖ୍ୟମନ୍ତ୍ରୀଙ୍କ ଉଦବେଗ । ଏହା ଅତ୍ୟନ୍ତ ନିନ୍ଦନୀୟ ଓ ପୀଡା ଦାୟକ, ମୁଁ ଗଭୀର ଭାବରେ ମର୍ମାହତ...

ବିଜେଡିକୁ ଶକ୍ତ ଝଟକା ; ପଦ୍ମ ଧରିଲେ ଜୟ ଢୋଲକିଆ

ବିଜେଡିକୁ ଶକ୍ତ ଝଟକା ; ପଦ୍ମ ଧରିଲେ ଜୟ ଢୋଲକିଆ

ଭୁବନେଶ୍ୱର : ବିଜେପିରେ ମିଶିଲେ ଜୟ ଢୋଲକିଆ । ସ୍ୱର୍ଗତ ବିଜେଡି ବିଧାୟକ ରାଜେନ୍ଦ୍ର ଢୋଲକିଆଙ୍କ ପୁଅ ଜୟ । ନୂଆପଡା ଉପନିର୍ବାଚନରେ ବିଜେପି ପ୍ରାର୍ଥୀ ହେବା...

ADVERTISEMENT
ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା ; ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା

ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା ; ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା

ଜଳେଶ୍ୱର : ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା । ମେଡିକାଲ କର୍ତ୍ତୁପକ୍ଷଙ୍କ ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା । ମୋତେ ଘଟଣାକୁ ନେଇ କେହି...

Login