The Ultimate Managed Hosting Platform
ADVERTISEMENT

ଓଲଟିଲା ଟ୍ରାକ୍ଟର , ଚାଳକଙ୍କ ଚାଲିଗଲା ଜୀବନ

Facebook
Twitter
LinkedIn

ଭୁବନେଶ୍ୱର : ଟ୍ରାକ୍ଟର ଓଲଟିବା ପରେ ଚାଳକଙ୍କ ଚାଲିଗଲା ଜୀବନ । ନୂଆପଡା ଜିଲ୍ଲା ଖଡିଆଳ ଥାନା ଅନ୍ତର୍ଗତ ରାଣୀମୁଣ୍ଡା ଗ୍ରାମରେ ଘଟିଛି ଘଟଣା ।ଗତକାଲି ଅପରାହ୍ନ ୪ଟା ସମୟରେ ଜଣେ ବ୍ୟକ୍ତିଙ୍କ ଚାଷ ଜମିରୁ ଧାନ ଆଣୁଥିବା ବେଳେ ଟ୍ରାକ୍ଟର ଓଲଟି ପଡିଥିଲା । ଡ୍ରାଇଭର ଜଣକ କୋଟମାଲ ଗାଁର ପବିତ୍ର ଶବର । ଦୁର୍ଘଟଣା ପରେ ଖଡିଆଳ ପୁଲିସକୁ ଜଣାଇବା ପରେ ତୁରନ୍ତ ଘଟଣାସ୍ଥଳରେ ପିଁଚି ଉଦ୍ଧାର କରିଥିବା ବେଳେ ଡ୍ରାଇଭରଙ୍କ ମୃତ୍ୟୁ ହୋଇ ଯାଇଥିଲା । ମୃତକଙ୍କ ପରିବାର ସହାୟତା ପାଇଁ ଦାବି କରିଛନ୍ତି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ମେ’ ୧୦ ରେ ଝାରସୁଗୁଡା ଉପନିର୍ବାଚନ

ନୂଆପଡା ଉପନିର୍ବାଚନ ବିଜ୍ଞପ୍ତି ; ଉପନିର୍ବାଚନରେ ବ୍ୟବହାର ହେବ ହେଲିକପ୍ଟର

ନୂଆପଡା : ନୂଆପଡା ଉପନିର୍ବାଚନ ପାଇଁ ପ୍ରକାଶ ପାଇଲା ବିଜ୍ଞପ୍ତି । ଆଜିଠୁ ନାମାଙ୍କର , ୨୦ ତାରିଖ ନାମାଙ୍କନ ଦାଖଲର ଶେଷ ଦିନ । ୨୨...

ADVERTISEMENT
ମମତାଙ୍କୁ ପ୍ରଭାତୀଙ୍କ ଟାର୍ଗେଟ

ମମତାଙ୍କୁ ପ୍ରଭାତୀଙ୍କ ଟାର୍ଗେଟ

ଭୁବନେଶ୍ୱର : ମମତା ବାନାର୍ଜୀଙ୍କୁ କଡା କାଉଣ୍ଟପ କଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା । ଝିଅମାନେ ରାତିରେ ବାହାରକୁ ଯିବା ଉଚିତ ନୁହେଁ ମମତାଙ୍କ ମନ୍ତବ୍ୟକୁ ସମାଲୋଚନା...

Login