The Ultimate Managed Hosting Platform
ADVERTISEMENT

ଓଲଟିଲା ପିକଅପ ଭ୍ୟାନ, ୧୦ ଆହତ

Facebook
Twitter
LinkedIn

ଭଞ୍ଜନଗର ; ପିକଅପ ଭ୍ୟାନ ଓଲଟି ଚାଲିଗଲା ୨ ଜଣଙ୍କର ଜୀବନ । ଦୁର୍ଘଟଣାରେ ୧୦ ଜଣ ଆହତ ହୋଇଛନ୍ତି । ଗାଙ୍ଗପୁର ଥାନା କୁଲାଙ୍ଗୀ ଗାଁ ନିକଟରେ ଓଲଟିଲା ପିକଅପ । ୧୦ ଆହତଙ୍କ ମଧ୍ୟରୁ ୪ ଜଣ ଗୁରୁତର ହୋଇଥିବା ବେଳେ ସମସ୍ତଙ୍କୁ ଭଞ୍ଜନଗର ମେଡିକାଲରେ ଭର୍ତ୍ତି କରାଯାଇଛି । ଦାନ୍ତେଲିଙ୍ଗିରପ ସାନଙ୍ରେସିଙ୍ଗିକୁ ଭୋଜି ପାଇଁ ଯିବାବେଳେ ଘଟିଛି ଦୁର୍ଘଟଣା ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

“ଆମ ଶାସନ” ଶୁଭାରମ୍ଭ , ମୁଖ୍ୟମନ୍ତ୍ରୀ କଲେ ଶୁଭାରମ୍ଭ

ଓଡିଆ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଅନ୍ୟନ୍ତ ନିନ୍ଦନୀୟ ; ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ପଶ୍ଚିମବଙ୍ଗରେ ଓଡିଆ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣାରେ ମୁଖ୍ୟମନ୍ତ୍ରୀଙ୍କ ଉଦବେଗ । ଏହା ଅତ୍ୟନ୍ତ ନିନ୍ଦନୀୟ ଓ ପୀଡା ଦାୟକ, ମୁଁ ଗଭୀର ଭାବରେ ମର୍ମାହତ...

ବିଜେଡିକୁ ଶକ୍ତ ଝଟକା ; ପଦ୍ମ ଧରିଲେ ଜୟ ଢୋଲକିଆ

ବିଜେଡିକୁ ଶକ୍ତ ଝଟକା ; ପଦ୍ମ ଧରିଲେ ଜୟ ଢୋଲକିଆ

ଭୁବନେଶ୍ୱର : ବିଜେପିରେ ମିଶିଲେ ଜୟ ଢୋଲକିଆ । ସ୍ୱର୍ଗତ ବିଜେଡି ବିଧାୟକ ରାଜେନ୍ଦ୍ର ଢୋଲକିଆଙ୍କ ପୁଅ ଜୟ । ନୂଆପଡା ଉପନିର୍ବାଚନରେ ବିଜେପି ପ୍ରାର୍ଥୀ ହେବା...

ADVERTISEMENT
ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା ; ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା

ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା ; ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା

ଜଳେଶ୍ୱର : ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା । ମେଡିକାଲ କର୍ତ୍ତୁପକ୍ଷଙ୍କ ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା । ମୋତେ ଘଟଣାକୁ ନେଇ କେହି...

Login