The Ultimate Managed Hosting Platform
ADVERTISEMENT

ଓଲଟିଲା ବସ ; ଫସି ରହିଛନ୍ତି ୫୦ ଯାତ୍ରୀ

Facebook
Twitter
LinkedIn

ମାଲକାନଗିରି : ଭାରସାମ୍ୟ ହରାଇ ଘାଟିରେ ଓଲଟିଲା ବସ । ବସରେ ୫୦ରୁ ଅଧିକ ଯାତ୍ରୀ ଚାପି ହୋଇ ରହିଥିବା ସୂଚନା । ବିଜାଘାଟିରେ ଭାରସାମ୍ୟ ହରାଇ ଯାତ୍ରୀବାହୀ ବସ ଦୁର୍ଘଟଣା । ହାଇଦ୍ରାବାଦରୁ ଯାତ୍ରୀଙ୍କୁ ଧରି ଫେରିବା ବେଳେ ଦୁର୍ଘଟଣାଗ୍ରସ୍ତ । ସ୍ଥାନୀୟ ଲୋକଙ୍କ ଦ୍ୱାରା ଉଦ୍ଧାର କାର୍ଯ୍ୟ ଜାରି । ବାଲାଜୀ ନାମକ ଏକ ଘରୋଇ ବସ୍ ହାଇଦ୍ରାବାଦରୁ ଭାବନୀପାଟଣା ଆସୁଥିବାବେଳେ ଘାଟି ଉପରେ ଭାରସାମ୍ୟ ହରାଇ ଓଲଟି ପଡିଥିଲା । ଗୁରୁତରଙ୍କୁ ଉଦ୍ଧାର କରାଯାଇ ମାଲକାନଗିରି ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି। ବସରେ ୩୦ରୁ ଅଧିକ ଯାତ୍ରୀ ଥିଲେ। ସ୍ଥାନୀୟ ଲୋକଙ୍କ ଦ୍ବାରା ଉଦ୍ଧାର କାର୍ୟ୍ୟ ଜାରି ରହିଛି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

“ଆମ ଶାସନ” ଶୁଭାରମ୍ଭ , ମୁଖ୍ୟମନ୍ତ୍ରୀ କଲେ ଶୁଭାରମ୍ଭ

ଓଡିଆ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଅନ୍ୟନ୍ତ ନିନ୍ଦନୀୟ ; ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ପଶ୍ଚିମବଙ୍ଗରେ ଓଡିଆ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣାରେ ମୁଖ୍ୟମନ୍ତ୍ରୀଙ୍କ ଉଦବେଗ । ଏହା ଅତ୍ୟନ୍ତ ନିନ୍ଦନୀୟ ଓ ପୀଡା ଦାୟକ, ମୁଁ ଗଭୀର ଭାବରେ ମର୍ମାହତ...

ବିଜେଡିକୁ ଶକ୍ତ ଝଟକା ; ପଦ୍ମ ଧରିଲେ ଜୟ ଢୋଲକିଆ

ବିଜେଡିକୁ ଶକ୍ତ ଝଟକା ; ପଦ୍ମ ଧରିଲେ ଜୟ ଢୋଲକିଆ

ଭୁବନେଶ୍ୱର : ବିଜେପିରେ ମିଶିଲେ ଜୟ ଢୋଲକିଆ । ସ୍ୱର୍ଗତ ବିଜେଡି ବିଧାୟକ ରାଜେନ୍ଦ୍ର ଢୋଲକିଆଙ୍କ ପୁଅ ଜୟ । ନୂଆପଡା ଉପନିର୍ବାଚନରେ ବିଜେପି ପ୍ରାର୍ଥୀ ହେବା...

ADVERTISEMENT
ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା ; ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା

ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା ; ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା

ଜଳେଶ୍ୱର : ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା । ମେଡିକାଲ କର୍ତ୍ତୁପକ୍ଷଙ୍କ ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା । ମୋତେ ଘଟଣାକୁ ନେଇ କେହି...

Login